ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟଶ୍’, ପ୍ରଭାବିତ ହୋଇପାରେ ବାଲେଶ୍ୱର ଓ ଭଦ୍ରକ

The Sakala Picture
Published On

ଭୁବନେଶ୍ୱର: ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟଶ୍’। ଅବପାତର ରୂପ ନେଇଛି ଲଘୁଚାପ। ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ବାତ୍ୟାରେ ପରିଣତ ହେବ ୟଶ୍‌। ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା। ବାତ୍ୟା ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରୁ ବାତ୍ୟାର ପ୍ରଭାବରେ ପବନ ଆରମ୍ଭ ହେବ। ୨୪ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୫ ତାରିଖରୁ […]

ଭୁବନେଶ୍ୱର: ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟଶ୍’। ଅବପାତର ରୂପ ନେଇଛି ଲଘୁଚାପ। ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ବାତ୍ୟାରେ ପରିଣତ ହେବ ୟଶ୍‌। ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା। ବାତ୍ୟା ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରୁ ବାତ୍ୟାର ପ୍ରଭାବରେ ପବନ ଆରମ୍ଭ ହେବ। ୨୪ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୫ ତାରିଖରୁ ପବନର ବେଗ ବଢ଼ିବ। ଲ୍ୟାଣ୍ଡଫଲ୍‌ ବେଳକୁ ପବନ ବେଗ ୧୫୫ରୁ ୧୬୫ କିମି ରହିବ। ଏହାପରେ ଧିରେ ଧିରେ ପବନର ବେଗ ବଢି ଘଣ୍ଟା ପ୍ରତି ୧୮୫କିମି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ବାତ୍ୟା ‘ୟଶ୍’ ଯୋଗୁଁ ପ୍ରଭାବିତ ହୋଇପାରେ ଓଡ଼ିଶାର ଦୁଇଟି ଜିଲ୍ଲା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ବାତ୍ୟା ୨୬ ତାରିଖ ସଂଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ସମେତ ଓଡିଶା ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିପାରେ । ସେହି ସମୟରେ ଓଡ଼ିଶାର ୨ଟି ଜିଲ୍ଲା ଯଥା ବାଲେଶ୍ୱର ଓ ଭଦ୍ରକ ବିଶେଷଭାବେ ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହି ଜିଲ୍ଲାରେ କିଭଳି ପ୍ରସ୍ତୁତ କରାଯାଇଛି ତାର ସମୀକ୍ଷା କରିଛନ୍ତି ବାଲେଶ୍ୱର ଗସ୍ତ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । କରୋନା ସମୟରେ ଝଡ଼ ହେଲେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯିବ ଏବଂ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ ତାର ଅନୁଧ୍ୟାନ କରିଛନ୍ତି ।

23 May 2021 By The Sakala

ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟଶ୍’, ପ୍ରଭାବିତ ହୋଇପାରେ ବାଲେଶ୍ୱର ଓ ଭଦ୍ରକ

ଭୁବନେଶ୍ୱର: ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟଶ୍’। ଅବପାତର ରୂପ ନେଇଛି ଲଘୁଚାପ। ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ବାତ୍ୟାରେ ପରିଣତ ହେବ ୟଶ୍‌। ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା। ବାତ୍ୟା ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରୁ ବାତ୍ୟାର ପ୍ରଭାବରେ ପବନ ଆରମ୍ଭ ହେବ। ୨୪ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୫ ତାରିଖରୁ ପବନର ବେଗ ବଢ଼ିବ। ଲ୍ୟାଣ୍ଡଫଲ୍‌ ବେଳକୁ ପବନ ବେଗ ୧୫୫ରୁ ୧୬୫ କିମି ରହିବ। ଏହାପରେ ଧିରେ ଧିରେ ପବନର ବେଗ ବଢି ଘଣ୍ଟା ପ୍ରତି ୧୮୫କିମି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ବାତ୍ୟା ‘ୟଶ୍’ ଯୋଗୁଁ ପ୍ରଭାବିତ ହୋଇପାରେ ଓଡ଼ିଶାର ଦୁଇଟି ଜିଲ୍ଲା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ବାତ୍ୟା ୨୬ ତାରିଖ ସଂଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ସମେତ ଓଡିଶା ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିପାରେ । ସେହି ସମୟରେ ଓଡ଼ିଶାର ୨ଟି ଜିଲ୍ଲା ଯଥା ବାଲେଶ୍ୱର ଓ ଭଦ୍ରକ ବିଶେଷଭାବେ ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହି ଜିଲ୍ଲାରେ କିଭଳି ପ୍ରସ୍ତୁତ କରାଯାଇଛି ତାର ସମୀକ୍ଷା କରିଛନ୍ତି ବାଲେଶ୍ୱର ଗସ୍ତ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । କରୋନା ସମୟରେ ଝଡ଼ ହେଲେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯିବ ଏବଂ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ ତାର ଅନୁଧ୍ୟାନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର