ଦେଶର ପ୍ରଗତିରେ ଓଡ଼ିଆ ଲୋକମାନଙ୍କର ରହିଛି ଉଲ୍ଲେଖନୀୟ ଯୋଗଦାନ, ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ- ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି ଏବଂ ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ ବୋଲି ଟ୍ବିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି। ଏଥିସହ ଓଡ଼ିଶା ଦିବସ ଅବସରରେ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଦେଶର ପ୍ରଗତିରେ […]

ଭୁବନେଶ୍ବର: ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି ଏବଂ ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ ବୋଲି ଟ୍ବିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି। ଏଥିସହ ଓଡ଼ିଶା ଦିବସ ଅବସରରେ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

About The Author: The Sakala