ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

Ama Bus Accident: ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍, ଜନପଥରେ ବାଇକକୁ ଦେଲା ଧକ୍କା

Madhusudan Das Picture
Published On

ଭୁବନେଶ୍ୱର: ଅମାନିଆ ଆମ ବସ୍। ରାଜଧାନୀ ଭୁବନେଶ୍ୱରରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍ । ଜନପଥରେ ବାଇକ ଉପରେ ଚଢ଼ିଗଲା ଆମ ବସ୍ । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ। ୩ଟି ଆମ ବସ୍ ଭାଙ୍ଗିଦେଲେ ଉତ୍ୟକ୍ତ ଲୋକେ । ଦୁର୍ଘଟଣା ପରେ ପ୍ରଥମେ ଗୋଟିଏ ବସ୍ ଉପରକୁ ଟେକାପଥର ମାଡ଼ କରିଥିଲେ କିଛି ଲୋକ ।  ଏହା ପରେ ସେହି ରୁଟରେ ଆସୁଥିବା ଅନ୍ୟ ଦୁଇଟି ବସକୁ ମଧ୍ୟ ଅଟକାଇ ଭଙ୍ଗାରୁଜା କରିଥିଲେ । ମାଷ୍ଟରକ୍ୟାଣ୍ଟିନରୁ ରାଜମହଲ ଛକ ମଧ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଛି । ପ୍ରାଣ ବିକଳରେ ଆମ ବସ୍‌ ଛାଡ଼ି ପଳାଇଲେ ଡ୍ରାଇଭର, କଣ୍ଡକ୍ଟର । ଉତ୍ତେଜନା ରୋକିବାକୁ ପୋଲିସର ମୃଦୁ ଲାଠିଚାଳନା ହୋଇଛି । 

ଆହୁରି ପଢ଼ନ୍ତୁ: ତଦନ୍ତ କମିସନ ଫାଇଲ୍‌ ଗାଏବ ଘଟଣା: ତଦନ୍ତ ପାଇଁ ଲୋକସେବା ଭବନର ଗୃହ ବିଭାଗରେ କ୍ୟାପିଟାଲ ଥାନା ଅଧିକାରୀ

23 Jan 2026 By Madhusudan Das

Ama Bus Accident: ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍, ଜନପଥରେ ବାଇକକୁ ଦେଲା ଧକ୍କା

ଭୁବନେଶ୍ୱର: ଅମାନିଆ ଆମ ବସ୍। ରାଜଧାନୀ ଭୁବନେଶ୍ୱରରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍ । ଜନପଥରେ ବାଇକ ଉପରେ ଚଢ଼ିଗଲା ଆମ ବସ୍ । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ। ୩ଟି ଆମ ବସ୍ ଭାଙ୍ଗିଦେଲେ ଉତ୍ୟକ୍ତ ଲୋକେ । ଦୁର୍ଘଟଣା ପରେ ପ୍ରଥମେ ଗୋଟିଏ ବସ୍ ଉପରକୁ ଟେକାପଥର ମାଡ଼ କରିଥିଲେ କିଛି ଲୋକ ।  ଏହା ପରେ ସେହି ରୁଟରେ ଆସୁଥିବା ଅନ୍ୟ ଦୁଇଟି ବସକୁ ମଧ୍ୟ ଅଟକାଇ ଭଙ୍ଗାରୁଜା କରିଥିଲେ । ମାଷ୍ଟରକ୍ୟାଣ୍ଟିନରୁ ରାଜମହଲ ଛକ ମଧ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଛି । ପ୍ରାଣ ବିକଳରେ ଆମ ବସ୍‌ ଛାଡ଼ି ପଳାଇଲେ ଡ୍ରାଇଭର, କଣ୍ଡକ୍ଟର । ଉତ୍ତେଜନା ରୋକିବାକୁ ପୋଲିସର ମୃଦୁ ଲାଠିଚାଳନା ହୋଇଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର