ପୁଣି ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି ଶ୍ରୀମନ୍ଦିର ଭିତର ଫଟୋ, ସୁରକ୍ଷା ଉପରେ ସୃଷ୍ଟି ହେଲା ପ୍ରଶ୍ନବାଚୀ...

Madhusudan Das Picture
Published On

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ବଡ଼ ପ୍ରଶ୍ନବାଚୀ । ଭାଇରାଲ୍‌ ହେଲା ଶ୍ରୀମନ୍ଦିର ଭିତର ଫଟୋ । ସୋସିଆଲ ମିଡିଆରେ ଆଶୀର୍ବାଦ945 ଆଇଡିରୁ ଫଟୋ ହୋଇଛି ଭାଇରାଲ୍‌ । ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋ ହୋଇଛି ଭାଇରାଲ୍‌ । ଅତି ନିକଟରୁ ଫଟୋ ନିଆଯାଇଥିବା ଦେଖିବାକୁ ମିଳିଛି। କଡା ସୁରକ୍ଷା ସତ୍ତ୍ବେ ବ୍ୟକ୍ତି ଜଣକ କିଭଳି ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି।

ଆହୁରି ପଢ଼ନ୍ତୁ: ସାରା ରାଜ୍ୟକୁ କଲବଲ କରୁଛି ଅସହ୍ୟ ଥଣ୍ଡା, ଆସନ୍ତା ୨ସପ୍ତାହ ପର୍ଯ୍ୟନ୍ତ ପ୍ରବଳ ଶୀତ ଜାରି ରହିବା ସମ୍ଭାବନା

Join Us @ WhatsApp

About The Author

Google News
Join Us @ WhatsApp