ମାଲବାହୀ ଟ୍ରେନ୍ ଧକ୍କାରେ ମାଈହାତୀ ମୃତ

The Sakala Picture
Published On

 କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ୍ ପଳସା ନିକଟରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳର ପହଞ୍ଚି ବନ ବିଭାଗର ତଦନ୍ତ ଜାରିରଖିଛି । ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ କୁହୁଡ଼ି ପଡ଼ିଥିବା ବେଳେ, ନୟାଗଡ଼ ଓ ଜୁରୁଡ଼ି ଷ୍ଟେସନ୍ ମଝିରେ ପଳସା ନିକଟରେ ଟ୍ରେନ୍ ଲାଇନ୍ ପାର୍ କରୁଥିବା ବେଳେ ହାତୀକୁ ଧକ୍କା ଦେଇଥିଲା ଟ୍ରେନ୍ । ଫଳରେ ଘଟଣାସ୍ଥଳରେ ମାଈ ହାତୀର ମୃତ୍ୟୁ ଘଟିଥିଲା […]

 କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ୍ ପଳସା ନିକଟରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳର ପହଞ୍ଚି ବନ ବିଭାଗର ତଦନ୍ତ ଜାରିରଖିଛି ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ କୁହୁଡ଼ି ପଡ଼ିଥିବା ବେଳେ, ନୟାଗଡ଼ ଓ ଜୁରୁଡ଼ି ଷ୍ଟେସନ୍ ମଝିରେ ପଳସା ନିକଟରେ ଟ୍ରେନ୍ ଲାଇନ୍ ପାର୍ କରୁଥିବା ବେଳେ ହାତୀକୁ ଧକ୍କା ଦେଇଥିଲା ଟ୍ରେନ୍ । ଫଳରେ ଘଟଣାସ୍ଥଳରେ ମାଈ ହାତୀର ମୃତ୍ୟୁ ଘଟିଥିଲା । ମୃତ ହାତୀର ବୟସ ପାଖାପାଖି ୩୦ ବର୍ଷ ହେବ ବୋଲି ସୂଚନା ମିଳିଛି। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

25 Oct 2023 By The Sakala

ମାଲବାହୀ ଟ୍ରେନ୍ ଧକ୍କାରେ ମାଈହାତୀ ମୃତ

 କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ୍ ପଳସା ନିକଟରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳର ପହଞ୍ଚି ବନ ବିଭାଗର ତଦନ୍ତ ଜାରିରଖିଛି ।

ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ କୁହୁଡ଼ି ପଡ଼ିଥିବା ବେଳେ, ନୟାଗଡ଼ ଓ ଜୁରୁଡ଼ି ଷ୍ଟେସନ୍ ମଝିରେ ପଳସା ନିକଟରେ ଟ୍ରେନ୍ ଲାଇନ୍ ପାର୍ କରୁଥିବା ବେଳେ ହାତୀକୁ ଧକ୍କା ଦେଇଥିଲା ଟ୍ରେନ୍ । ଫଳରେ ଘଟଣାସ୍ଥଳରେ ମାଈ ହାତୀର ମୃତ୍ୟୁ ଘଟିଥିଲା । ମୃତ ହାତୀର ବୟସ ପାଖାପାଖି ୩୦ ବର୍ଷ ହେବ ବୋଲି ସୂଚନା ମିଳିଛି। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର