କରୋନା ନେଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

The Sakala Picture
Published On

ବ୍ରହ୍ମପୁର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋଭିଡ। କରୋନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ। ଏହି ପରିପ୍ରେକ୍ଷୀରେ ମହାମାରୀ କରୋନାରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ। କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ […]

ବ୍ରହ୍ମପୁର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋଭିଡ। କରୋନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ। ଏହି ପରିପ୍ରେକ୍ଷୀରେ ମହାମାରୀ କରୋନାରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ଜଣାଶୁଣା ଖବର ସରାବରାହ ସଂସ୍ଥା ସମ୍ବାଦର ଗଞ୍ଜାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁ। ଯିଏକି ବ୍ରହ୍ମପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ପ୍ରଦୀପ କରୋନାରେ ଦୀର୍ଘ ଦିନ ଧରି ଆକ୍ରାନ୍ତ ଥିଲେ। ତେବେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବ୍ରହ୍ମପୁରର ଅଶ୍ୱିନୀ କୋଭିଡ ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ତାଙ୍କର ୪୩ ବର୍ଷ ବୟସରେ ମୃତ୍ୟୁ ଘଟିଛି। ଶ୍ରୀ ସାହୁଙ୍କୁ ମିଶାଇ କରୋନାର ଦ୍ବିତୀୟ ଲହରୀରେ ରାଜ୍ୟର ୧୭ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ: ମହାନଦୀ ଜଳ ବିବାଦ: ଟ୍ରିବ୍ୟୁନାଲଙ୍କ କଡ଼ା ଆଭିମୁଖ୍ୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସସ୍ମିତ ପାତ୍ରଙ୍କ ଚିଠି

07 May 2021 By The Sakala

କରୋନା ନେଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ବ୍ରହ୍ମପୁର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋଭିଡ। କରୋନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ। ଏହି ପରିପ୍ରେକ୍ଷୀରେ ମହାମାରୀ କରୋନାରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ।

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ଜଣାଶୁଣା ଖବର ସରାବରାହ ସଂସ୍ଥା ସମ୍ବାଦର ଗଞ୍ଜାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁ। ଯିଏକି ବ୍ରହ୍ମପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି।

ପ୍ରଦୀପ କରୋନାରେ ଦୀର୍ଘ ଦିନ ଧରି ଆକ୍ରାନ୍ତ ଥିଲେ। ତେବେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବ୍ରହ୍ମପୁରର ଅଶ୍ୱିନୀ କୋଭିଡ ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ତାଙ୍କର ୪୩ ବର୍ଷ ବୟସରେ ମୃତ୍ୟୁ ଘଟିଛି। ଶ୍ରୀ ସାହୁଙ୍କୁ ମିଶାଇ କରୋନାର ଦ୍ବିତୀୟ ଲହରୀରେ ରାଜ୍ୟର ୧୭ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର