ମନୋରଞ୍ଜନ
ଓଡ଼ିଶା
ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ, ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା ୯କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି। ସୂଚନା ଅନୁଯୟୀ, ଉକ୍ତ ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସ ପକ୍ଷରୁ କୁହାଯାଇଛି। ତାଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି।
ସୂଚନା ଅନୁଯୟୀ, ଉକ୍ତ ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସ ପକ୍ଷରୁ କୁହାଯାଇଛି। ତାଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର






