ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ନିଜକୁ ଦୀଲିପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

The Sakala Picture
Published On

ଭୁବନେଶ୍ୱର: ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ତୃତୀୟ ବ୍ୟକ୍ତିଙ୍କ ମୃତ୍ୟୁ । ନିଜକୁ ଦୀଲିପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଗତକାଲି ମଧ୍ୟ ରାତ୍ରରେ ଚାଲିଗଲା ଦିଲୀପଙ୍କ ଜୀବନ । ଏନେଇ ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଦିଲୀପ ଓ ଜ୍ୟୋତିଙ୍କ ମୃତ୍ୟୁକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା । ଏସିରେ ଗ୍ୟାସ୍‌ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିଲେ । […]

ଭୁବନେଶ୍ୱର: ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ତୃତୀୟ ବ୍ୟକ୍ତିଙ୍କ ମୃତ୍ୟୁ । ନିଜକୁ ଦୀଲିପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଗତକାଲି ମଧ୍ୟ ରାତ୍ରରେ ଚାଲିଗଲା ଦିଲୀପଙ୍କ ଜୀବନ । ଏନେଇ ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଦିଲୀପ ଓ ଜ୍ୟୋତିଙ୍କ ମୃତ୍ୟୁକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା । ଏସିରେ ଗ୍ୟାସ୍‌ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ହେରାପଞ୍ଚମୀ: ଅଭିମାନରେ ଲକ୍ଷ୍ମୀ ସାଆନ୍ତାଣୀ ଭାଙ୍ଗିବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ସୂଚନାଯୋଗ୍ୟ, ଶୁକ୍ରବାର ଦିଲ୍ଲୀପଙ୍କ ଚେତା ଫେରିଥିଲା । ସେ ନିଜକୁ ଦିଲ୍ଲୀପ ସାମନ୍ତରାୟ ବୋଲି ପରିଚୟ ଦେଇଥିଲେ । ଯାହାକୁ ନେଇ ହସ୍ପିଟାଲରେ ଘଟିଥିଲା ତୁମୁଳକାଣ୍ଡ । ଶେଷରେ ଶୁକ୍ରବାର ବିଳମ୍ବିତ ରାତିରେ ଦିଲ୍ଲୀପଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ଦିଲ୍ଲୀପଙ୍କ ଜୀବନ ପ୍ରତି ବିପଦ ଥିବା ତାଙ୍କ ମା ଅଭିଯୋଗ କରିଥିଲେ ।

ଆହୁରି ପଢ଼ନ୍ତୁ: ରିଲ୍ସ ସୁଟିଂ ବେଳେ ବ୍ରାହ୍ମଣୀ ନଦୀରେ ଅଘଟଣ; ରେଳ ପୋଲରୁ ଖସି ଯୁବକ ନିଖୋଜ

06 Jan 2024 By The Sakala

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ନିଜକୁ ଦୀଲିପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭୁବନେଶ୍ୱର: ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ତୃତୀୟ ବ୍ୟକ୍ତିଙ୍କ ମୃତ୍ୟୁ । ନିଜକୁ ଦୀଲିପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଗତକାଲି ମଧ୍ୟ ରାତ୍ରରେ ଚାଲିଗଲା ଦିଲୀପଙ୍କ ଜୀବନ । ଏନେଇ ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଦିଲୀପ ଓ ଜ୍ୟୋତିଙ୍କ ମୃତ୍ୟୁକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା । ଏସିରେ ଗ୍ୟାସ୍‌ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିଲେ ।

ସୂଚନାଯୋଗ୍ୟ, ଶୁକ୍ରବାର ଦିଲ୍ଲୀପଙ୍କ ଚେତା ଫେରିଥିଲା । ସେ ନିଜକୁ ଦିଲ୍ଲୀପ ସାମନ୍ତରାୟ ବୋଲି ପରିଚୟ ଦେଇଥିଲେ । ଯାହାକୁ ନେଇ ହସ୍ପିଟାଲରେ ଘଟିଥିଲା ତୁମୁଳକାଣ୍ଡ । ଶେଷରେ ଶୁକ୍ରବାର ବିଳମ୍ବିତ ରାତିରେ ଦିଲ୍ଲୀପଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ଦିଲ୍ଲୀପଙ୍କ ଜୀବନ ପ୍ରତି ବିପଦ ଥିବା ତାଙ୍କ ମା ଅଭିଯୋଗ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର