OTET-୨୦୨୨ ଦ୍ୱିତୀୟ ପରୀକ୍ଷା ପାଇଁ ଆସନ୍ତା ୧୦ରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର: ଓଡିଶା ଟିଚର ଏଲିଜିବିଲିଟ ଟେଷ୍ଟ ( ଓଟିଇଟି) ୨୦୨୨ ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ୱାନ କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଛି ଏହି ପରୀକ୍ଷା। ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀ ମାନେ ଆସନ୍ତା ୧୦ ତାରିଖ ସକାଳ ୧୦ ଟାରୁ ୧୯ ତାରିଖ ମଧ୍ୟ ରାତ୍ର ପର୍ଯ୍ୟନ୍ତ ଅନଲାଇନରେ ଏଥିପାଇଁ ଆବେଦନ କରିପାରିବେ। www.bseodisha.ac.in ୱେବସାଇଟରେ ଏଥିପାଇଁ ଆବେଦନ କରିବାକୁ ବୋର୍ଡ ପକ୍ଷରୁ କୁହାଯାଇଛି। ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଓଟିଇଟି […]

ଭୁବନେଶ୍ୱର: ଓଡିଶା ଟିଚର ଏଲିଜିବିଲିଟ ଟେଷ୍ଟ ( ଓଟିଇଟି) ୨୦୨୨ ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ୱାନ କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଛି ଏହି ପରୀକ୍ଷା। ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀ ମାନେ ଆସନ୍ତା ୧୦ ତାରିଖ ସକାଳ ୧୦ ଟାରୁ ୧୯ ତାରିଖ ମଧ୍ୟ ରାତ୍ର ପର୍ଯ୍ୟନ୍ତ ଅନଲାଇନରେ ଏଥିପାଇଁ ଆବେଦନ କରିପାରିବେ। www.bseodisha.ac.in ୱେବସାଇଟରେ ଏଥିପାଇଁ ଆବେଦନ କରିବାକୁ ବୋର୍ଡ ପକ୍ଷରୁ କୁହାଯାଇଛି। ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଓଟିଇଟି ପାସ କରିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର।

About The Author: The Sakala