ଜାନୁଆରୀ ୮ ତାରିଖରୁ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଦିଆଯିବ NEET ଓ JEE କୋଚିଂ

The Sakala Picture
Published On

ଭୁବନେଶ୍ବର: ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଜାନୁଆରୀ ୮ ତାରିଖରୁ ୩୧ ତାରିଖ ଯାଏଁ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଦିଆଯିବ NEET ଓ JEE କୋଚିଂ । ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ପାଇ ପାରିବେ ରେଗୁଲାର କୋଚିଂ । ସକାଳ ୮ଟା ୩୦ରୁ ୧୦ଟା ଯାଏଁ ଦିଆଯିବ NEET କୋଚିଂ । ସେହିପରି ଅପରାହ୍ଣ୨ଟା ୩୦ରୁ ୩ଟା ୩୦ ଯାଏଁ ଦିଆଯିବ JEE କୋଚିଂ । ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଏହି କୋଚିଂ ଦେବେ ଏକ୍ସପର୍ଟ । […]

ଭୁବନେଶ୍ବର: ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଜାନୁଆରୀ ୮ ତାରିଖରୁ ୩୧ ତାରିଖ ଯାଏଁ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଦିଆଯିବ NEET ଓ JEE କୋଚିଂ । ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ପାଇ ପାରିବେ ରେଗୁଲାର କୋଚିଂ । ସକାଳ ୮ଟା ୩୦ରୁ ୧୦ଟା ଯାଏଁ ଦିଆଯିବ NEET କୋଚିଂ । ସେହିପରି ଅପରାହ୍ଣ୨ଟା ୩୦ରୁ ୩ଟା ୩୦ ଯାଏଁ ଦିଆଯିବ JEE କୋଚିଂ । ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଏହି କୋଚିଂ ଦେବେ ଏକ୍ସପର୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଜାରି କରାଗଲା ଟାଇମ ଟେବୁଲ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ଅନଲାଇନ କୋଚିଂ ବ୍ୟବସ୍ଥା କରିବାକୁ ସିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜକୁୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କୁ ନିଟ ଓ ଜେଇଇ କୋଚିଂ ଦିଆଯିବା ନେଇ ସିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ୪୦ରୁ ୫୦ ଛାତ୍ରଛାତ୍ରୀଙ୍କ ଲାଗି ଜଣେ ପରାମର୍ଶଦାତା ଶିକ୍ଷକ ଗାଇଡ୍ କରିବେ । ପ୍ରତିଯୋଗିତାମୂଳକ ପରୀକ୍ଷାରେ ଦକ୍ଷତା ବୃଦ୍ଧି ଲାଗି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଏହି ବ୍ୟବସ୍ଥା କରିଛି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

07 Jan 2024 By The Sakala

ଜାନୁଆରୀ ୮ ତାରିଖରୁ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଦିଆଯିବ NEET ଓ JEE କୋଚିଂ

ଭୁବନେଶ୍ବର: ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଜାନୁଆରୀ ୮ ତାରିଖରୁ ୩୧ ତାରିଖ ଯାଏଁ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଦିଆଯିବ NEET ଓ JEE କୋଚିଂ । ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ପାଇ ପାରିବେ ରେଗୁଲାର କୋଚିଂ । ସକାଳ ୮ଟା ୩୦ରୁ ୧୦ଟା ଯାଏଁ ଦିଆଯିବ NEET କୋଚିଂ । ସେହିପରି ଅପରାହ୍ଣ୨ଟା ୩୦ରୁ ୩ଟା ୩୦ ଯାଏଁ ଦିଆଯିବ JEE କୋଚିଂ । ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଏହି କୋଚିଂ ଦେବେ ଏକ୍ସପର୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଜାରି କରାଗଲା ଟାଇମ ଟେବୁଲ ।

ଅନଲାଇନ କୋଚିଂ ବ୍ୟବସ୍ଥା କରିବାକୁ ସିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜକୁୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କୁ ନିଟ ଓ ଜେଇଇ କୋଚିଂ ଦିଆଯିବା ନେଇ ସିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ୪୦ରୁ ୫୦ ଛାତ୍ରଛାତ୍ରୀଙ୍କ ଲାଗି ଜଣେ ପରାମର୍ଶଦାତା ଶିକ୍ଷକ ଗାଇଡ୍ କରିବେ । ପ୍ରତିଯୋଗିତାମୂଳକ ପରୀକ୍ଷାରେ ଦକ୍ଷତା ବୃଦ୍ଧି ଲାଗି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଏହି ବ୍ୟବସ୍ଥା କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର