BSKY ନବୀନ କାର୍ଡ ପାଇଁ ଜାନୁଆରୀ ୬ରୁ ଆରମ୍ଭ ହେବ ଅନଲାଇନ ପଞ୍ଜିକରଣ

The Sakala Picture
Published On

ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ BSKY ନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ । ଜାନୁୟାରୀ ୧୬ ତାରିଖ ଅନ୍‌ଲାଇନ୍‌ ପଞ୍ଜୀକରଣର ଶେଷ ତାରିଖ । BSKYରୁ ବାଦ୍‌ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ । ଅନଲାଇନ ପଞ୍ଜୀକରଣ ଲାଗି […]

ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ BSKY ନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ । ଜାନୁୟାରୀ ୧୬ ତାରିଖ ଅନ୍‌ଲାଇନ୍‌ ପଞ୍ଜୀକରଣର ଶେଷ ତାରିଖ । BSKYରୁ ବାଦ୍‌ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ । ଅନଲାଇନ ପଞ୍ଜୀକରଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଆହ୍ବାନ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: କର୍ତ୍ତବ୍ୟରେ ଅବହେଳା ଓ ଶୃଙ୍ଖଳାଗତ ତ୍ରୁଟି: ବଡ଼ସାହି ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ

ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ । ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଗୁରୁତର ଅର୍ଥାତ କ୍ରିଟିକାଲ ରୋଗଗୁଡିକ ଲାଗି ଦେୟମୁକ୍ତ ଚିକିତ୍ସା ପାଇପାରିବେ । ବିଏସକେଓ୍ବାଇ ନବୀନ କାର୍ଡରେ ପ୍ତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି । ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ । ହିତାଧିକାରୀମାନେ www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ ।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

01 Jan 2024 By The Sakala

BSKY ନବୀନ କାର୍ଡ ପାଇଁ ଜାନୁଆରୀ ୬ରୁ ଆରମ୍ଭ ହେବ ଅନଲାଇନ ପଞ୍ଜିକରଣ

ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ BSKY ନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ । ଜାନୁୟାରୀ ୧୬ ତାରିଖ ଅନ୍‌ଲାଇନ୍‌ ପଞ୍ଜୀକରଣର ଶେଷ ତାରିଖ । BSKYରୁ ବାଦ୍‌ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ । ଅନଲାଇନ ପଞ୍ଜୀକରଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଆହ୍ବାନ ଦିଆଯାଇଛି ।

ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ । ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଗୁରୁତର ଅର୍ଥାତ କ୍ରିଟିକାଲ ରୋଗଗୁଡିକ ଲାଗି ଦେୟମୁକ୍ତ ଚିକିତ୍ସା ପାଇପାରିବେ । ବିଏସକେଓ୍ବାଇ ନବୀନ କାର୍ଡରେ ପ୍ତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି । ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ । ହିତାଧିକାରୀମାନେ www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର