ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ

The Sakala Picture
Published On

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଶୋକ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ୱର୍ଗତଃ ମହାନ୍ତି ତାଙ୍କର ବୃତ୍ତିପ୍ରତି ସମ୍ପୂର୍ଣ୍ଣ ଭାବରେ ଉତ୍ସର୍ଗୀତକୃତ ଥିଲେ । ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଦକ୍ଷତା ଓ ନିଷ୍ଠା ଅତୁଳନୀୟ ଥିଲା । ତାଙ୍କର ବିୟୋଗରେ ଆମେ ଜଣେ ଆଦର୍ଶ ସାମ୍ବାଦିକ ଓ ଭଲ ମଣିଷଙ୍କୁ ହରାଇଲୁ। ବିରୋଧୀ ଦଳ ନେତା ଶ୍ରୀ […]

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଶୋକ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ୱର୍ଗତଃ ମହାନ୍ତି ତାଙ୍କର ବୃତ୍ତିପ୍ରତି ସମ୍ପୂର୍ଣ୍ଣ ଭାବରେ ଉତ୍ସର୍ଗୀତକୃତ ଥିଲେ । ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଦକ୍ଷତା ଓ ନିଷ୍ଠା ଅତୁଳନୀୟ ଥିଲା । ତାଙ୍କର ବିୟୋଗରେ ଆମେ ଜଣେ ଆଦର୍ଶ ସାମ୍ବାଦିକ ଓ ଭଲ ମଣିଷଙ୍କୁ ହରାଇଲୁ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ  ପରଲୋଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର