ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ବର: ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ । ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି। #HappyNewYear pic.twitter.com/xFbVT0Ui5n — Naveen Patnaik (@Naveen_Odisha) January 1, 2025
ଭୁବନେଶ୍ବର: ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ ।
ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି। #HappyNewYear pic.twitter.com/xFbVT0Ui5n
ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା— Naveen Patnaik (@Naveen_Odisha) January 1, 2025
ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !
ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ବର: ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ ।
ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି। #HappyNewYear pic.twitter.com/xFbVT0Ui5n
— Naveen Patnaik (@Naveen_Odisha) January 1, 2025