ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ବର: ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ । ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି। #HappyNewYear pic.twitter.com/xFbVT0Ui5n — Naveen Patnaik (@Naveen_Odisha) January 1, 2025

ଭୁବନେଶ୍ବର: ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ ।

About The Author: The Sakala