ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ

The Sakala Picture
Published On

ଭୁବନେଶ୍ୱର:  ବିଶିଷ୍ଟ କୃଷିବିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତା ରେ କହିଛନ୍ତି ଯେ, ସ୍ବର୍ଗତ କମଳା ପୂଜାରୀ ଆମର ଶତାଧିକ ଦେଶୀ ଧାନ ବିହନ ଗୁଡିକର ପାରମ୍ପରିକ ପଦ୍ଧତିରେ ସଂରକ୍ଷଣ ଓ ଜୈବିକ ଚାଷ ପଦ୍ଧତି ବିଷୟରେ ସଚେତନତା ସୃଷ୍ଟି କରି ଭବିଷ୍ୟତରେ ଖାଦ୍ୟ ନିରାପତ୍ତା ସହିତ ପରିବେଶ ସୁରକ୍ଷା ଦିଗରେ ମହାନ ଅବଦାନ ରଖିଯାଇଛନ୍ତି। ତାଙ୍କ ବିୟୋଗ […]

ଭୁବନେଶ୍ୱର:  ବିଶିଷ୍ଟ କୃଷିବିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତା ରେ କହିଛନ୍ତି ଯେ, ସ୍ବର୍ଗତ କମଳା ପୂଜାରୀ ଆମର ଶତାଧିକ ଦେଶୀ ଧାନ ବିହନ ଗୁଡିକର ପାରମ୍ପରିକ ପଦ୍ଧତିରେ ସଂରକ୍ଷଣ ଓ ଜୈବିକ ଚାଷ ପଦ୍ଧତି ବିଷୟରେ ସଚେତନତା ସୃଷ୍ଟି କରି ଭବିଷ୍ୟତରେ ଖାଦ୍ୟ ନିରାପତ୍ତା ସହିତ ପରିବେଶ ସୁରକ୍ଷା ଦିଗରେ ମହାନ ଅବଦାନ ରଖିଯାଇଛନ୍ତି। ତାଙ୍କ ବିୟୋଗ ସମାଜ ପାଇଁ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପପଟ୍ଟନାୟକ ଗଭୀର ସମବେଦନା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର