ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନଙ୍କ ଚିଠି, ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଚାଷୀଙ୍କୁ ପର୍ଯ୍ୟାପ୍ତ କ୍ଷତିପୂରଣ ଦାବି

The Sakala Picture
Published On

ଭୁବନେଶ୍ବର:  ଜିଲ୍ଲା ଗସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି। ଦୁଇ ଦିନରେ ୫ଜିଲ୍ଲା ଗସ୍ତ ପରେ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ। ଅନିଦିଆ ବର୍ଷାରେ ଭଙ୍ଗିପଡିଥିବା ଚାଷୀଙ୍କ ଆତ୍ମବଳକୁ ବଢାଇବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ନବୀନ। ଏହାସହ ସଠିକ ସମୟରେ ଉଚିତ କ୍ଷତିପୂରଣ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ନିବେଦନ କରିଛନ୍ତି ବିରୋଧୀ ଦଳ ନେତା। ଏହାସହ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ମନ୍ୟତା ପ୍ରଦାନ କଥା ମଧ୍ୟ ସେ […]

ଭୁବନେଶ୍ବର:  ଜିଲ୍ଲା ଗସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି। ଦୁଇ ଦିନରେ ୫ଜିଲ୍ଲା ଗସ୍ତ ପରେ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ। ଅନିଦିଆ ବର୍ଷାରେ ଭଙ୍ଗିପଡିଥିବା ଚାଷୀଙ୍କ ଆତ୍ମବଳକୁ ବଢାଇବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ନବୀନ। ଏହାସହ ସଠିକ ସମୟରେ ଉଚିତ କ୍ଷତିପୂରଣ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ନିବେଦନ କରିଛନ୍ତି ବିରୋଧୀ ଦଳ ନେତା। ଏହାସହ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ମନ୍ୟତା ପ୍ରଦାନ କଥା ମଧ୍ୟ ସେ ଉଲ୍ଲେଖ କରିଛନ୍ତି। ନବୀନ ଲେଖିଛନ୍ତି ଯଦି ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟାର ମାନ୍ୟତା ମିଳିଥାନ୍ତା ତେବେ ଚାଷୀ ପାରିବାର ଆଜି ଆଡିସନାଲ ସପୋର୍ଟ ସହ ଯଥାଶୀଘ୍ର କ୍ଷତିପୂରଣ ପାଇପାରିଥାନ୍ତେ, ଏବଂ ସେମାନଙ୍କ ମନୋବଳ ପୁଣି ଥରେ ସବଳ ହୋଇଥାନ୍ତା।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

 

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର