ଆସନ୍ତା ୨୭ ତାରିଖରେ ହେବ ASO ପରୀକ୍ଷା, OPSC ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୭ରେ ହେବ ASO ପରୀକ୍ଷା । ବନ୍ୟା ଯୋଗୁ ଘୁଞ୍ଚିଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ଅଗଷ୍ଟ ୨୭ ତାରିଖରେ ହେବ। ଏନେଇ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୭ ତାରିଖ ଅର୍ଥାତ୍ ଶନିବାର ଦିନ ASO ପରୀକ୍ଷା ହେବ । ଏହି ପରୀକ୍ଷା ୩ଟି ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ରହିଛି। ଦ୍ୱିତୀୟ ସିଟିଂ ପରୀକ୍ଷା ସାଢ଼େ ୧୧ଟାରୁ ଦିନ […]

ଭୁବନେଶ୍ୱର: ଆସନ୍ତା ୨୭ରେ ହେବ ASO ପରୀକ୍ଷା । ବନ୍ୟା ଯୋଗୁ ଘୁଞ୍ଚିଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ଅଗଷ୍ଟ ୨୭ ତାରିଖରେ ହେବ। ଏନେଇ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୭ ତାରିଖ ଅର୍ଥାତ୍ ଶନିବାର ଦିନ ASO ପରୀକ୍ଷା ହେବ ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଏହି ପରୀକ୍ଷା ୩ଟି ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ରହିଛି। ଦ୍ୱିତୀୟ ସିଟିଂ ପରୀକ୍ଷା ସାଢ଼େ ୧୧ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ହେବ। ସେହିପରି ତୃତୀୟ ସିଟିଂ ଅପରାହ୍ଣ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ। ତେବେ ଭିନ୍ନକ୍ଷମ ପ୍ରାର୍ଥୀଙ୍କ ପାଇଁ ପରୀକ୍ଷା ସମୟ ଟିକେ ଅଧିକ ରଖାଯାଇଛି। ସେମାନେ ପ୍ରତି ସିଟିଂରେ ଅଧ ଘଣ୍ଟାଏ ଲେଖାଏଁ ଅଧିକ ସମୟ ପାଇବେ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ପ୍ରଥମ ସିଟିଂରେ ସାଧାରଣ ଜ୍ଞାନ ପରୀକ୍ଷା ହେବ। ଦ୍ୱିତୀୟ ସିଟିଂରେ Reasoning ଓ Meantal Ablility ସହିତ ଗଣିତ ପରୀକ୍ଷା କରାଯିବ। ସେହିପରି ତୃତୀୟ ସିଟିଂରେ ଇଂରାଜୀ ଓ ଓଡ଼ିଆ ପରୀକ୍ଷା ହେବ। ମୋଟ ୭୬୯ଟି ASO ପଦବୀରେ ନିଯୁକ୍ତି ପାଇଁ ଏହି ପରୀକ୍ଷା କରାଯାଉଛି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

20 Aug 2022 By The Sakala

ଆସନ୍ତା ୨୭ ତାରିଖରେ ହେବ ASO ପରୀକ୍ଷା, OPSC ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଆସନ୍ତା ୨୭ରେ ହେବ ASO ପରୀକ୍ଷା । ବନ୍ୟା ଯୋଗୁ ଘୁଞ୍ଚିଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ଅଗଷ୍ଟ ୨୭ ତାରିଖରେ ହେବ। ଏନେଇ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୭ ତାରିଖ ଅର୍ଥାତ୍ ଶନିବାର ଦିନ ASO ପରୀକ୍ଷା ହେବ ।

ଏହି ପରୀକ୍ଷା ୩ଟି ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ରହିଛି। ଦ୍ୱିତୀୟ ସିଟିଂ ପରୀକ୍ଷା ସାଢ଼େ ୧୧ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ହେବ। ସେହିପରି ତୃତୀୟ ସିଟିଂ ଅପରାହ୍ଣ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ। ତେବେ ଭିନ୍ନକ୍ଷମ ପ୍ରାର୍ଥୀଙ୍କ ପାଇଁ ପରୀକ୍ଷା ସମୟ ଟିକେ ଅଧିକ ରଖାଯାଇଛି। ସେମାନେ ପ୍ରତି ସିଟିଂରେ ଅଧ ଘଣ୍ଟାଏ ଲେଖାଏଁ ଅଧିକ ସମୟ ପାଇବେ।

ପ୍ରଥମ ସିଟିଂରେ ସାଧାରଣ ଜ୍ଞାନ ପରୀକ୍ଷା ହେବ। ଦ୍ୱିତୀୟ ସିଟିଂରେ Reasoning ଓ Meantal Ablility ସହିତ ଗଣିତ ପରୀକ୍ଷା କରାଯିବ। ସେହିପରି ତୃତୀୟ ସିଟିଂରେ ଇଂରାଜୀ ଓ ଓଡ଼ିଆ ପରୀକ୍ଷା ହେବ। ମୋଟ ୭୬୯ଟି ASO ପଦବୀରେ ନିଯୁକ୍ତି ପାଇଁ ଏହି ପରୀକ୍ଷା କରାଯାଉଛି।

https://www.thesakala.in/latest-odisha-news/opsc-aso-exam-to-be-held-on-27th-august/article-14290
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର