ଅଗଷ୍ଟ ୨୭ରେ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୭(ଶୁକ୍ରବାର)ରେ ୨ଟି ସିଟିଂରେ ପରୀକ୍ଷା ହେବ। ସକାଳ ୧୦ରୁ ୧୨ଟା ପ୍ରଥମ ପେପର ଜିଏସ୍ । ସାଢ଼େ ୧ରୁ ସାଢ଼େ ୩ଟା ୨ୟ ପେପର ପରୀକ୍ଷା ହେବ । ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ସମ୍ବଲପୁରରେ ପରୀକ୍ଷା କେନ୍ଦ୍ର କରାଯାଇଛି। ପରୀକ୍ଷାରେ ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କୁ ପ୍ରତି ସିଟିଂରେ ୪୦ ମିନିଟ ଅଧିକ ସମୟ ମିଳିବ ବୋଲି ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି […]

ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୭(ଶୁକ୍ରବାର)ରେ ୨ଟି ସିଟିଂରେ ପରୀକ୍ଷା ହେବ। ସକାଳ ୧୦ରୁ ୧୨ଟା ପ୍ରଥମ ପେପର ଜିଏସ୍ । ସାଢ଼େ ୧ରୁ ସାଢ଼େ ୩ଟା ୨ୟ ପେପର ପରୀକ୍ଷା ହେବ । ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ସମ୍ବଲପୁରରେ ପରୀକ୍ଷା କେନ୍ଦ୍ର କରାଯାଇଛି। ପରୀକ୍ଷାରେ ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କୁ ପ୍ରତି ସିଟିଂରେ ୪୦ ମିନିଟ ଅଧିକ ସମୟ ମିଳିବ ବୋଲି ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଦରଦାମ ବୃଦ୍ଧି ଓ ଏଲପିଜି ମହଙ୍ଗା ପ୍ରତିବାଦରେ ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେଡିର ଗର୍ଜନ

ଆହୁରି ପଢ଼ନ୍ତୁ: କର୍ତ୍ତବ୍ୟରେ ଅବହେଳା ପାଇଁ ୨ ଫରେଷ୍ଟର୍ ଓ ଜଣେ ଫରେଷ୍ଟ ଗାର୍ଡ ନିଲମ୍ବନ

ସେପ୍ଟେମ୍ବର ସୁଦ୍ଧା ପ୍ରିଲିମିନାରୀ ପରୀକ୍ଷା ଫଳ ପ୍ରକାଶ ପାଇବା ସମ୍ଭାବନା ରହିଛି। 

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ନାବାଳକ ଭାଇ ମୃତ

19 Jul 2021 By The Sakala

ଅଗଷ୍ଟ ୨୭ରେ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୭(ଶୁକ୍ରବାର)ରେ ୨ଟି ସିଟିଂରେ ପରୀକ୍ଷା ହେବ। ସକାଳ ୧୦ରୁ ୧୨ଟା ପ୍ରଥମ ପେପର ଜିଏସ୍ । ସାଢ଼େ ୧ରୁ ସାଢ଼େ ୩ଟା ୨ୟ ପେପର ପରୀକ୍ଷା ହେବ । ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ସମ୍ବଲପୁରରେ ପରୀକ୍ଷା କେନ୍ଦ୍ର କରାଯାଇଛି। ପରୀକ୍ଷାରେ ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କୁ ପ୍ରତି ସିଟିଂରେ ୪୦ ମିନିଟ ଅଧିକ ସମୟ ମିଳିବ ବୋଲି ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସେପ୍ଟେମ୍ବର ସୁଦ୍ଧା ପ୍ରିଲିମିନାରୀ ପରୀକ୍ଷା ଫଳ ପ୍ରକାଶ ପାଇବା ସମ୍ଭାବନା ରହିଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର