ସେପ୍ଟେମ୍ୱର ୩୦ ଯାଏଁ ହେବ ଓପିଏସସି ସାକ୍ଷାତକାର ପରୀକ୍ଷା

The Sakala Picture
Published On

ଭୁବନେଶ୍ୱର: ଓଡିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ହେଉଥିବା ସାକ୍ଷାତକାର ପରୀକ୍ଷା ସେପ୍ଟେମ୍ବର ୩୦ ଯାଏ ହେବ। ତେବେ, ଏହି ସମୟରେ ଯେଉଁମାନେ ୟୁପିଏସ୍‌ସି ମେନ୍ ପରୀକ୍ଷା ଦେଉଛନ୍ତି, ତାଙ୍କ ପାଇଁ ଅସୁବିଧା ହେଲେ ସାକ୍ଷାତକାର ତାରିଖ ବଦଳାଇପାରିବେ। ଏଥିପାଇଁ ଆଡମିଟ୍ କାର୍ଡର କପି ସହିତ ବିଧିବଦ୍ଧ ଭାବେ ଆବେଦନ କରିବାକୁ ପଡ଼ିବ ବୋଲି ଓପିଏସ୍‌ସି ଅଧ୍ୟକ୍ଷ ସତ୍ୟଜିତ ମହାନ୍ତି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି। ସାକ୍ଷାତକାର ତାରିଖ ସ୍ଥିର ହେବା ପରେ ଯଦି ପ୍ରାର୍ଥୀଙ୍କର […]

ଭୁବନେଶ୍ୱର: ଓଡିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ହେଉଥିବା ସାକ୍ଷାତକାର ପରୀକ୍ଷା ସେପ୍ଟେମ୍ବର ୩୦ ଯାଏ ହେବ। ତେବେ, ଏହି ସମୟରେ ଯେଉଁମାନେ ୟୁପିଏସ୍‌ସି ମେନ୍ ପରୀକ୍ଷା ଦେଉଛନ୍ତି, ତାଙ୍କ ପାଇଁ ଅସୁବିଧା ହେଲେ ସାକ୍ଷାତକାର ତାରିଖ ବଦଳାଇପାରିବେ। ଏଥିପାଇଁ ଆଡମିଟ୍ କାର୍ଡର କପି ସହିତ ବିଧିବଦ୍ଧ ଭାବେ ଆବେଦନ କରିବାକୁ ପଡ଼ିବ ବୋଲି ଓପିଏସ୍‌ସି ଅଧ୍ୟକ୍ଷ ସତ୍ୟଜିତ ମହାନ୍ତି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ସାକ୍ଷାତକାର ତାରିଖ ସ୍ଥିର ହେବା ପରେ ଯଦି ପ୍ରାର୍ଥୀଙ୍କର ୟୁପିଏସ୍‌ସି ମେନ୍ ପରୀକ୍ଷା ଦେବାରେ ସମସ୍ୟା ହୁଏ ତେବେ ତାରିଖ ବଦଳାଇବା ପାଇଁ ପ୍ରାର୍ଥୀ ଆବେଦନ କରିପାରବେ। ଏହାପରେ ଆବେଦନ ଅନୁସାରେ ତାରିଖ ବଦଳାଯିବ ବୋଲି ସୂଚନା ଦେଇଛନ୍ତି ଓପିଏସସି ଅଧ୍ୟକ୍ଷ ।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର