ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

କରୋନା ମୁକାବିଲା ପାଇଁ OSIC ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା

The Sakala Picture
Published On

ଭୁବନେଶ୍ୱର: ସମଗ୍ର ବିଶ୍ୱ କରୋନାର ଦ୍ୱିତୀୟ ଲହରୀ ବିରୁଦ୍ଧରେ ଯୁଦ୍ଧ କରୁଛି । ସେପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ କୋଭିଡ ମୁକାବିଲାକୁ ଶାଣିତ କରାଯାଇଛି। ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ସମୟୋଚିତ ଦୃଢ଼ ପଦକ୍ଷପ ଓ ଓଡିଶାବାସୀଙ୍କ ସକ୍ରିୟ ସହଯୋଗ ଯୋଗୁଁ କରୋନା ଜନିତ ସଂକ୍ରମଣକୁ ଓଡିଶା ଆଜି ସୁଦ୍ଧା ନିୟନ୍ତ୍ରଣରେ ରଖିବାକୁ ସକ୍ଷମ ହୋଇଛି । ଏହି ଘଡିସନ୍ଧି ମୁହୂର୍ତ୍ତରେ କରୋନାର ମୁକାବିଲା ଓ ମାନବିକତା ଗତିବିଧିକୁ କ୍ରିୟାଶୀଳ କରି ରଖିବା ଉଦ୍ଦେଶ୍ୟରେ […]

ଭୁବନେଶ୍ୱର: ସମଗ୍ର ବିଶ୍ୱ କରୋନାର ଦ୍ୱିତୀୟ ଲହରୀ ବିରୁଦ୍ଧରେ ଯୁଦ୍ଧ କରୁଛି । ସେପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ କୋଭିଡ ମୁକାବିଲାକୁ ଶାଣିତ କରାଯାଇଛି। ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ସମୟୋଚିତ ଦୃଢ଼ ପଦକ୍ଷପ ଓ ଓଡିଶାବାସୀଙ୍କ ସକ୍ରିୟ ସହଯୋଗ ଯୋଗୁଁ କରୋନା ଜନିତ ସଂକ୍ରମଣକୁ ଓଡିଶା ଆଜି ସୁଦ୍ଧା ନିୟନ୍ତ୍ରଣରେ ରଖିବାକୁ ସକ୍ଷମ ହୋଇଛି । ଏହି ଘଡିସନ୍ଧି ମୁହୂର୍ତ୍ତରେ କରୋନାର ମୁକାବିଲା ଓ ମାନବିକତା ଗତିବିଧିକୁ କ୍ରିୟାଶୀଳ କରି ରଖିବା ଉଦ୍ଦେଶ୍ୟରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ( OSIC) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି “କୋଭିଡ୍–୧୯” କୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରି ସରକାରଙ୍କୁ ସହଯୋଗର ହାତ ବଢ଼େଇଛନ୍ତି । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ ଏବଂ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ କୁମାର ସାହାଣୀ ଏହି ରାଶିର ଚେକ୍‌ ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ଏହି ଅବସରରେ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବ ଓ ଦୂରଦର୍ଶୀ କୋଭିଡ୍ ପରିଚାଳନା ଯୋଗୁଁ ଓଡ଼ିଶାରେ କୋଭିଡ ମହାମାରୀ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । କୋଭିଡ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନେକ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛି । ଏହି ସାମ୍ପ୍ରତିକ ପରିସ୍ଥିତିରେ ସାମାଜିକ ଦୂରତ୍ୱକୁ ଯଥାସମ୍ଭବ ପାଳନ କରି ନିଜ ଘରେ ନିଜକୁ ଆବଦ୍ଧ ରଖି ନିଜର ଆତ୍ମୀୟସ୍ୱଜନ ଓ ପରିବାରବର୍ଗଙ୍କୁ ବିଶ୍ୱ ମହାମାରୀ କରୋନାରୁ ସୁରକ୍ଷିତ ରଖିବାକୁ ଚିନ୍ମୟ ସାହୁ ବିନମ୍ର ଅନୁରୋଧ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

08 May 2021 By The Sakala

କରୋନା ମୁକାବିଲା ପାଇଁ OSIC ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର: ସମଗ୍ର ବିଶ୍ୱ କରୋନାର ଦ୍ୱିତୀୟ ଲହରୀ ବିରୁଦ୍ଧରେ ଯୁଦ୍ଧ କରୁଛି । ସେପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ କୋଭିଡ ମୁକାବିଲାକୁ ଶାଣିତ କରାଯାଇଛି। ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ସମୟୋଚିତ ଦୃଢ଼ ପଦକ୍ଷପ ଓ ଓଡିଶାବାସୀଙ୍କ ସକ୍ରିୟ ସହଯୋଗ ଯୋଗୁଁ କରୋନା ଜନିତ ସଂକ୍ରମଣକୁ ଓଡିଶା ଆଜି ସୁଦ୍ଧା ନିୟନ୍ତ୍ରଣରେ ରଖିବାକୁ ସକ୍ଷମ ହୋଇଛି । ଏହି ଘଡିସନ୍ଧି ମୁହୂର୍ତ୍ତରେ କରୋନାର ମୁକାବିଲା ଓ ମାନବିକତା ଗତିବିଧିକୁ କ୍ରିୟାଶୀଳ କରି ରଖିବା ଉଦ୍ଦେଶ୍ୟରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ( OSIC) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି “କୋଭିଡ୍–୧୯” କୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରି ସରକାରଙ୍କୁ ସହଯୋଗର ହାତ ବଢ଼େଇଛନ୍ତି । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ ଏବଂ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ କୁମାର ସାହାଣୀ ଏହି ରାଶିର ଚେକ୍‌ ପ୍ରଦାନ କରିଛନ୍ତି ।

ଏହି ଅବସରରେ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବ ଓ ଦୂରଦର୍ଶୀ କୋଭିଡ୍ ପରିଚାଳନା ଯୋଗୁଁ ଓଡ଼ିଶାରେ କୋଭିଡ ମହାମାରୀ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । କୋଭିଡ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନେକ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛି । ଏହି ସାମ୍ପ୍ରତିକ ପରିସ୍ଥିତିରେ ସାମାଜିକ ଦୂରତ୍ୱକୁ ଯଥାସମ୍ଭବ ପାଳନ କରି ନିଜ ଘରେ ନିଜକୁ ଆବଦ୍ଧ ରଖି ନିଜର ଆତ୍ମୀୟସ୍ୱଜନ ଓ ପରିବାରବର୍ଗଙ୍କୁ ବିଶ୍ୱ ମହାମାରୀ କରୋନାରୁ ସୁରକ୍ଷିତ ରଖିବାକୁ ଚିନ୍ମୟ ସାହୁ ବିନମ୍ର ଅନୁରୋଧ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର