ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

OSSTET-୨୦୨୫ ରେଜଲ୍ଟ ପ୍ରକାଶିତ, ୭୨.୩୮ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ

Madhusudan Das Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା OSSTET-୨୦୨୫ ରେଜଲ୍ଟ । ଓଭରାଲ୍‌ ୭୨.୩୮ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ ହୋଇଥିବା BSE ପକ୍ଷରୁ ସୂଚନା । ଆଜି ଅପରାହ୍ନ ୪ଟା ପରଠୁ http://bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ । ଅପରାହ୍ନ ୫ଟା ପରଠୁ ୱେବସାଇଟ୍‌ରୁ ଛାତ୍ରଛାତ୍ରୀମାନେ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିପାରିବେ । ଯେଉଁମାନେ ଉତ୍ତୀର୍ଣ୍ଣ ହୋଇ ନାହାନ୍ତି OMR ସିଟ୍‌ ଡାଉନଲୋଡ୍‌ କରିପାରିବେ । ଗତ ଜାନୁଆରୀ ୨୧ ତାରିଖରେ ପରୀକ୍ଷା ହୋଇଥିଲା । ୫୬ ହଜାର ୪୫୬ ପରୀକ୍ଷାର୍ଥୀ ଦେଇଥିଲେ ପେପର-୧ ଓ ୨ ପରୀକ୍ଷା । 

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

Screenshot_1

ଆହୁରି ପଢ଼ନ୍ତୁ: ଦଳର ବିଧାୟକ ପ୍ରାର୍ଥୀଙ୍କ ସହ ନବୀନଙ୍କ ବୈଠକ: ଏସ୍‌ଆଇଆର୍‌ ସମୟରେ ସତର୍କ ଓ ସଜାଗ ରହିବାକୁ ପରାମର୍ଶ

09 Apr 2026 By Madhusudan Das

OSSTET-୨୦୨୫ ରେଜଲ୍ଟ ପ୍ରକାଶିତ, ୭୨.୩୮ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ

ଭୁବନେଶ୍ୱର: ପ୍ରକାଶ ପାଇଲା OSSTET-୨୦୨୫ ରେଜଲ୍ଟ । ଓଭରାଲ୍‌ ୭୨.୩୮ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ ହୋଇଥିବା BSE ପକ୍ଷରୁ ସୂଚନା । ଆଜି ଅପରାହ୍ନ ୪ଟା ପରଠୁ http://bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ । ଅପରାହ୍ନ ୫ଟା ପରଠୁ ୱେବସାଇଟ୍‌ରୁ ଛାତ୍ରଛାତ୍ରୀମାନେ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିପାରିବେ । ଯେଉଁମାନେ ଉତ୍ତୀର୍ଣ୍ଣ ହୋଇ ନାହାନ୍ତି OMR ସିଟ୍‌ ଡାଉନଲୋଡ୍‌ କରିପାରିବେ । ଗତ ଜାନୁଆରୀ ୨୧ ତାରିଖରେ ପରୀକ୍ଷା ହୋଇଥିଲା । ୫୬ ହଜାର ୪୫୬ ପରୀକ୍ଷାର୍ଥୀ ଦେଇଥିଲେ ପେପର-୧ ଓ ୨ ପରୀକ୍ଷା । 

Screenshot_1

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର