ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । OWSSB ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ । ଭୁବନେଶ୍ୱର ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ (ଓଡବ୍ଲ୍ୟୁଏସଏସବି)ର ସହକାରୀ ପ୍ରକଳ୍ପ ପରିଚାଳକ ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଖୋର୍ଦ୍ଧା, ଭୁବନେଶ୍ବର, ଓ କଟକରେ ଭିଜିଲାନ୍ସ c କରୁଛି । ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଭୁବନେଶ୍ୱରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର ୭ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଦେବାଶିଷଙ୍କ ବିଭିନ୍ନ ସ୍ଥାନରେ ରେଡ୍ କରୁଛନ୍ତି ।
ଭିଜିଲାନ୍ସ ଜାଲରେ OWSSB ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । OWSSB ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ । ଭୁବନେଶ୍ୱର ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ (ଓଡବ୍ଲ୍ୟୁଏସଏସବି)ର ସହକାରୀ ପ୍ରକଳ୍ପ ପରିଚାଳକ ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଖୋର୍ଦ୍ଧା, ଭୁବନେଶ୍ବର, ଓ କଟକରେ ଭିଜିଲାନ୍ସ c କରୁଛି । ସ୍ୱତନ୍ତ୍ର […]