ପଦ୍ମଶ୍ରୀ ତୁଳସୀ ମୁଣ୍ଡା ପୁଣି ଅସୁସ୍ଥ

The Sakala Picture
Published On

ଭୁବନେଶ୍ବର: ପଦ୍ମଶ୍ରୀ ତୁଳସୀ ମୁଣ୍ଡା ପୁଣି ସୋମବାର ଅସୁସ୍ଥ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ୭୪ ବର୍ଷୀୟା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ତାଙ୍କ ବଡବିଲ୍ ସେରେଣ୍ଡାସ୍ଥିତ ବାସଭବନରେ ଆଜି ସକାଳେ ହଠାତ୍ ଅସୁସ୍ଥ ହୋଇ ପଡିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଯୋଡା ଟିସ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଶରୀରରେ ସୋଡିୟମ୍, ପଟାସିୟମ୍ ଓ ସୁଗାର କମ୍ ଥିବା ଜଣାପଡିଥିଲା। ଅଧିକ ଚିକିତ୍ସା ପାଇଁ […]

ଭୁବନେଶ୍ବର: ପଦ୍ମଶ୍ରୀ ତୁଳସୀ ମୁଣ୍ଡା ପୁଣି ସୋମବାର ଅସୁସ୍ଥ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର, ଏମକେସିଜିରେ ଚାଲିଛି ଚିକିତ୍ସା

ସୂଚନା ଅନୁଯାୟୀ, ୭୪ ବର୍ଷୀୟା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ତାଙ୍କ ବଡବିଲ୍ ସେରେଣ୍ଡାସ୍ଥିତ ବାସଭବନରେ ଆଜି ସକାଳେ ହଠାତ୍ ଅସୁସ୍ଥ ହୋଇ ପଡିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଯୋଡା ଟିସ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଶରୀରରେ ସୋଡିୟମ୍, ପଟାସିୟମ୍ ଓ ସୁଗାର କମ୍ ଥିବା ଜଣାପଡିଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ଏବେ ସେ ସାମାନ୍ୟ ସୁସ୍ଥ ଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଏଥର ଡେରିରେ ଆସିବ ମୌସୁମୀ, ଓଡିଶାରେ ହେବ କମ୍ ବର୍ଷା

ସୂଚନାଯୋଗ୍ୟ, ଗତ ଫେବୃଆରୀ ୧୭ ତାରିଖରେ ଅସୁସ୍ଥ ହେବା ପରେ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହୋଇ ସେ ଘରକୁ ଫେରିଥିଲେ।

ଆହୁରି ପଢ଼ନ୍ତୁ: ବନ୍ୟପ୍ରାଣୀ ସଂପଦ ରକ୍ଷଣାବେକ୍ଷଣରେ ରାଜ୍ୟ ସରକାର ସଂପୂର୍ଣ୍ଣ ବିଫଳ: ବିଜେଡି

08 Mar 2021 By The Sakala

ପଦ୍ମଶ୍ରୀ ତୁଳସୀ ମୁଣ୍ଡା ପୁଣି ଅସୁସ୍ଥ

ଭୁବନେଶ୍ବର: ପଦ୍ମଶ୍ରୀ ତୁଳସୀ ମୁଣ୍ଡା ପୁଣି ସୋମବାର ଅସୁସ୍ଥ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ୭୪ ବର୍ଷୀୟା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ତାଙ୍କ ବଡବିଲ୍ ସେରେଣ୍ଡାସ୍ଥିତ ବାସଭବନରେ ଆଜି ସକାଳେ ହଠାତ୍ ଅସୁସ୍ଥ ହୋଇ ପଡିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଯୋଡା ଟିସ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଶରୀରରେ ସୋଡିୟମ୍, ପଟାସିୟମ୍ ଓ ସୁଗାର କମ୍ ଥିବା ଜଣାପଡିଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ଏବେ ସେ ସାମାନ୍ୟ ସୁସ୍ଥ ଥିବା ଜଣାପଡିଛି।

ସୂଚନାଯୋଗ୍ୟ, ଗତ ଫେବୃଆରୀ ୧୭ ତାରିଖରେ ଅସୁସ୍ଥ ହେବା ପରେ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହୋଇ ସେ ଘରକୁ ଫେରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର