ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ: ବିଧାୟିକା କୁସୁମ ଟେଟେ

The Sakala Picture
Published On

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ । କୌଣସି ଦଳ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା ହୋଇନଥିବା ବେଳେ ବିଜେପି ବିଧାୟିକା କୁସୁମ ଟେଟେ ବଡ ସୂଚନା ଦେଇଛନ୍ତି । ଆସନ୍ତା ୧୪ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଦୀପ । ପ୍ରଦୀପ ପୁରୋହିତ ପ୍ରାର୍ଥୀ ହୋଇଥିବା ନେଇ ବିଜେପି ନେତ୍ରୀ କୁସୁମ ଟେଟେ ସୂଚନା ଦେଇଛନ୍ତି । ହେଲେ ଏନେଇ ଦଳ ପକ୍ଷରୁ କୌଣସି ଘୋଷଣା କରାଯାଇ […]

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ । କୌଣସି ଦଳ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା ହୋଇନଥିବା ବେଳେ ବିଜେପି ବିଧାୟିକା କୁସୁମ ଟେଟେ ବଡ ସୂଚନା ଦେଇଛନ୍ତି । ଆସନ୍ତା ୧୪ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଦୀପ । ପ୍ରଦୀପ ପୁରୋହିତ ପ୍ରାର୍ଥୀ ହୋଇଥିବା ନେଇ ବିଜେପି ନେତ୍ରୀ କୁସୁମ ଟେଟେ ସୂଚନା ଦେଇଛନ୍ତି । ହେଲେ ଏନେଇ ଦଳ ପକ୍ଷରୁ କୌଣସି ଘୋଷଣା କରାଯାଇ ନାହିଁ।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

ସୂଚନାଯୋଗ୍ୟ, ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନରୁ ୨୦୧୯ ରେ ଜିତିଥିବା ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ । ଏହି ଆସନରେ ଉପନିର୍ବାଚନ ଲାଗି କିଛି ଦିନ ତଳେ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର । ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ମତଦାନ ଏବଂ ୮ତାରିଖରେ ଭୋଟ ଗଣତି ହେବ । ଚଳିତମାସ ୧୭ ତାରିଖ ଯାଏଁ ଚାଲିବ ନୋମିନେସନ୍ । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ଯାଞ୍ଚ ହେବାକୁ ଥିବା ବେଳେ ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ । ଏହାପରେ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ ପାଇବ ।

ଆହୁରି ପଢ଼ନ୍ତୁ: ଆଜି ବାହୁଡ଼ିବେ ମହାବାହୁ: ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ଣ ୪ଟାରେ ରଥଟଣା

11 Nov 2022 By The Sakala

ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ: ବିଧାୟିକା କୁସୁମ ଟେଟେ

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ । କୌଣସି ଦଳ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା ହୋଇନଥିବା ବେଳେ ବିଜେପି ବିଧାୟିକା କୁସୁମ ଟେଟେ ବଡ ସୂଚନା ଦେଇଛନ୍ତି । ଆସନ୍ତା ୧୪ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଦୀପ । ପ୍ରଦୀପ ପୁରୋହିତ ପ୍ରାର୍ଥୀ ହୋଇଥିବା ନେଇ ବିଜେପି ନେତ୍ରୀ କୁସୁମ ଟେଟେ ସୂଚନା ଦେଇଛନ୍ତି । ହେଲେ ଏନେଇ ଦଳ ପକ୍ଷରୁ କୌଣସି ଘୋଷଣା କରାଯାଇ ନାହିଁ।

ସୂଚନାଯୋଗ୍ୟ, ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନରୁ ୨୦୧୯ ରେ ଜିତିଥିବା ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ । ଏହି ଆସନରେ ଉପନିର୍ବାଚନ ଲାଗି କିଛି ଦିନ ତଳେ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର । ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ମତଦାନ ଏବଂ ୮ତାରିଖରେ ଭୋଟ ଗଣତି ହେବ । ଚଳିତମାସ ୧୭ ତାରିଖ ଯାଏଁ ଚାଲିବ ନୋମିନେସନ୍ । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ଯାଞ୍ଚ ହେବାକୁ ଥିବା ବେଳେ ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ । ଏହାପରେ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ ପାଇବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର