ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ବର: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ । ନିଶ୍ୱାସ ନେବାରେ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଜ ସୋଶିଆଲ ମିଡିଆ ‘ଏକ୍ସ’ରେ ଅସୁସ୍ଥତା ବାବଦରେ ସୂଚନା ଦେଇଛନ୍ତି ସୁଦର୍ଶନ ପଟ୍ଟନାୟକ। Jai Jagannath 🙏May be Due to post Covid, I am suffering from breathing problem, admitted in a hospital. Doctors are taking care of me.🙏 — Sudarsan […]
ଭୁବନେଶ୍ବର: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ । ନିଶ୍ୱାସ ନେବାରେ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଜ ସୋଶିଆଲ ମିଡିଆ ‘ଏକ୍ସ’ରେ ଅସୁସ୍ଥତା ବାବଦରେ ସୂଚନା ଦେଇଛନ୍ତି ସୁଦର୍ଶନ ପଟ୍ଟନାୟକ।
Jai Jagannath 🙏
May be Due to post Covid, I am suffering from breathing problem, admitted in a hospital. Doctors are taking care of me.🙏ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ— Sudarsan Pattnaik (@sudarsansand) May 28, 2024
ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ବର: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ । ନିଶ୍ୱାସ ନେବାରେ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଜ ସୋଶିଆଲ ମିଡିଆ ‘ଏକ୍ସ’ରେ ଅସୁସ୍ଥତା ବାବଦରେ ସୂଚନା ଦେଇଛନ୍ତି ସୁଦର୍ଶନ ପଟ୍ଟନାୟକ।
Jai Jagannath 🙏
May be Due to post Covid, I am suffering from breathing problem, admitted in a hospital. Doctors are taking care of me.🙏— Sudarsan Pattnaik (@sudarsansand) May 28, 2024