ଭୁବନେଶ୍ବର: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ । ନିଶ୍ୱାସ ନେବାରେ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଜ ସୋଶିଆଲ ମିଡିଆ ‘ଏକ୍ସ’ରେ ଅସୁସ୍ଥତା ବାବଦରେ ସୂଚନା ଦେଇଛନ୍ତି ସୁଦର୍ଶନ ପଟ୍ଟନାୟକ।