ଓଡ଼ିଶାର ଗଣପର୍ବ ରଜ ଓ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର:ଓଡ଼ିଶାର ଗଣପର୍ବ ରଜ ଓ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ଦିବ୍ୟ ଅନୁଭବ ପ୍ରଦାନ କରୁଛି। ଏହା ସହିତ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ଦିବ୍ୟ ଅନୁଭବ ପ୍ରଦାନ କରୁଛି। ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁଖ ଓ […]

ଭୁବନେଶ୍ବର:ଓଡ଼ିଶାର ଗଣପର୍ବ ରଜ ଓ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ଦିବ୍ୟ ଅନୁଭବ ପ୍ରଦାନ କରୁଛି। ଏହା ସହିତ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

ସେହିପରି ପହିଲି ରଜରେ ଟ୍ବିଟର ଜରିଆରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି କହିଛନ୍ତି ଯେ, ଓଡ଼ିଶା ସଂସ୍କୃତି ଓ ପରମ୍ପରାର ପ୍ରତୀକ।ଏ ହି ପର୍ବ ସମାଜରେ ଆନନ୍ଦ,ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଆହୁରି ମଧ୍ୟ ସେ ରାଜ୍ୟବାସୀଙ୍କ ଜୀବନ ସୁଖ ଓ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ।

14 Jun 2022 By The Sakala

ଓଡ଼ିଶାର ଗଣପର୍ବ ରଜ ଓ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଓଡ଼ିଶାର ଗଣପର୍ବ ରଜ ଓ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ଦିବ୍ୟ ଅନୁଭବ ପ୍ରଦାନ କରୁଛି। ଏହା ସହିତ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ପହିଲି ରଜରେ ଟ୍ବିଟର ଜରିଆରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି କହିଛନ୍ତି ଯେ, ଓଡ଼ିଶା ସଂସ୍କୃତି ଓ ପରମ୍ପରାର ପ୍ରତୀକ।ଏ ହି ପର୍ବ ସମାଜରେ ଆନନ୍ଦ,ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଆହୁରି ମଧ୍ୟ ସେ ରାଜ୍ୟବାସୀଙ୍କ ଜୀବନ ସୁଖ ଓ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର