ଜୋର ଧରିଲା ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦାବି

The Sakala Picture
Published On

ଖୋର୍ଦ୍ଧା: ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦିଅ । ଏମିତି ଦାବିରେ ଖୋର୍ଦ୍ଧା ବରୁଣେଇ ପୀଠରେ ବିରାଟ ପାଇକ ସମାବେଶ । କେନ୍ଦ୍ର ସରକାର ନିଷ୍ପତ୍ତି ବିରୋଧରେ ପାଇକ ପୁଅଙ୍କ ରଣ ହୁଙ୍କାର । ଓଡ଼ିଶା ବୀର ମହାସଂଘ ଆନୁକୂଲ୍ୟରେ ଖୋର୍ଦ୍ଧାର ବରୁଣେଇ ପୀଠରେ ଆରମ୍ଭ ହୋଇଛି ବିରାଟ ପାଇକ ସମାବେଶ । ଗଂଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଅନୁଗୁଳ ଓ ତାଳଚେର ସମେତ ବିଭିନ୍ନ ପ୍ରାନ୍ତରୁ ହୋଇଛଇ ପାଇକଙ୍କ ମେଳି । […]

ଖୋର୍ଦ୍ଧା: ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦିଅ । ଏମିତି ଦାବିରେ ଖୋର୍ଦ୍ଧା ବରୁଣେଇ ପୀଠରେ ବିରାଟ ପାଇକ ସମାବେଶ । କେନ୍ଦ୍ର ସରକାର ନିଷ୍ପତ୍ତି ବିରୋଧରେ ପାଇକ ପୁଅଙ୍କ ରଣ ହୁଙ୍କାର । ଓଡ଼ିଶା ବୀର ମହାସଂଘ ଆନୁକୂଲ୍ୟରେ ଖୋର୍ଦ୍ଧାର ବରୁଣେଇ ପୀଠରେ ଆରମ୍ଭ ହୋଇଛି ବିରାଟ ପାଇକ ସମାବେଶ ।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

ଗଂଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଅନୁଗୁଳ ଓ ତାଳଚେର ସମେତ ବିଭିନ୍ନ ପ୍ରାନ୍ତରୁ ହୋଇଛଇ ପାଇକଙ୍କ ମେଳି । ବରୁଣେଇଠାରୁ ଭୁବନେଶ୍ବର ପର୍ଯ୍ଯନ୍ତ ସମାବେଶକୁ ପାଇକ ଶୋଭାଯାତ୍ରା । ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ମାନ୍ୟତା ଏବଂ ପାଇକ ସ୍ମାରକୀ ନିର୍ମାଣ ପ୍ରସ୍ତାବିତ ସ୍ଥାନକୁ ବିନା ମୂଲ୍ୟରେ ଯୋଗାଇ ଦେବାକୁ ଦାବି କରାଯାଇଛି । ବରୁଣେଇ ପୀଠରୁ ମଶାଲ ଶୋଭାଯାତ୍ରା ଆରମ୍ଭ ହୋଇ । ପଞ୍ଚ ପାଇକ, ଖୋର୍ଦ୍ଧା ସହର, ଜାତୀୟ ରାଜପଥ ଦେଇ ଭୁବନେଶ୍ବରରେ ପହଞ୍ଚିବ। ଶୋଭାଯାତ୍ରାରେ ପାଇକଙ୍କ ଦାୟଦ, ବୁଦ୍ଧିଜୀବୀ ଓ ସ୍ଥାନୀୟ ନେତୃତ୍ବ ସାମିଲ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

17 Dec 2021 By The Sakala

ଜୋର ଧରିଲା ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦାବି

ଖୋର୍ଦ୍ଧା: ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦିଅ । ଏମିତି ଦାବିରେ ଖୋର୍ଦ୍ଧା ବରୁଣେଇ ପୀଠରେ ବିରାଟ ପାଇକ ସମାବେଶ । କେନ୍ଦ୍ର ସରକାର ନିଷ୍ପତ୍ତି ବିରୋଧରେ ପାଇକ ପୁଅଙ୍କ ରଣ ହୁଙ୍କାର । ଓଡ଼ିଶା ବୀର ମହାସଂଘ ଆନୁକୂଲ୍ୟରେ ଖୋର୍ଦ୍ଧାର ବରୁଣେଇ ପୀଠରେ ଆରମ୍ଭ ହୋଇଛି ବିରାଟ ପାଇକ ସମାବେଶ ।

ଗଂଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଅନୁଗୁଳ ଓ ତାଳଚେର ସମେତ ବିଭିନ୍ନ ପ୍ରାନ୍ତରୁ ହୋଇଛଇ ପାଇକଙ୍କ ମେଳି । ବରୁଣେଇଠାରୁ ଭୁବନେଶ୍ବର ପର୍ଯ୍ଯନ୍ତ ସମାବେଶକୁ ପାଇକ ଶୋଭାଯାତ୍ରା । ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ମାନ୍ୟତା ଏବଂ ପାଇକ ସ୍ମାରକୀ ନିର୍ମାଣ ପ୍ରସ୍ତାବିତ ସ୍ଥାନକୁ ବିନା ମୂଲ୍ୟରେ ଯୋଗାଇ ଦେବାକୁ ଦାବି କରାଯାଇଛି । ବରୁଣେଇ ପୀଠରୁ ମଶାଲ ଶୋଭାଯାତ୍ରା ଆରମ୍ଭ ହୋଇ । ପଞ୍ଚ ପାଇକ, ଖୋର୍ଦ୍ଧା ସହର, ଜାତୀୟ ରାଜପଥ ଦେଇ ଭୁବନେଶ୍ବରରେ ପହଞ୍ଚିବ। ଶୋଭାଯାତ୍ରାରେ ପାଇକଙ୍କ ଦାୟଦ, ବୁଦ୍ଧିଜୀବୀ ଓ ସ୍ଥାନୀୟ ନେତୃତ୍ବ ସାମିଲ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର