ପଞ୍ଚାୟତ ନିର୍ବାଚନ: ୨୩ ତାରିଖରେ ରାଜ୍ୟର ୪୫ଟି ବୁଥରେ ହେବ ସାନି ମତଦାନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇସାରିଲାଣି । ମାତ୍ର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଯେଉଁ ଯେଉଁ ବୁଥରେ ମତଦାନ ହୋଇପାରିନଥିଲା, ସେହି ବୁଥରେ ଆସନ୍ତା ୨୩ ତାରିଖରେ ପୁଣିଥରେ ସାନି ମତଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁସାରେ, ଆସନ୍ତା ୨୩ ତାରିଖରେ ରାଜ୍ୟର ୪୫ଟି ବୁଥରେ ହେବ ସାନି ମତଦାନ । ତେବେ ପ୍ରଥମ ପର୍ଯ୍ୟାୟରେ […]

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇସାରିଲାଣି । ମାତ୍ର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଯେଉଁ ଯେଉଁ ବୁଥରେ ମତଦାନ ହୋଇପାରିନଥିଲା, ସେହି ବୁଥରେ ଆସନ୍ତା ୨୩ ତାରିଖରେ ପୁଣିଥରେ ସାନି ମତଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁସାରେ, ଆସନ୍ତା ୨୩ ତାରିଖରେ ରାଜ୍ୟର ୪୫ଟି ବୁଥରେ ହେବ ସାନି ମତଦାନ । ତେବେ ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥରେ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୦ଟି ବୁଥରେ ମତଦାନ ହୋଇପାରିନଥିଲା । ତେଣୁ ଏହି ୪୫ଟି ବୁଥରେ ଆସନ୍ତା ୨୩ ତାରିଖ ଭୋଟ୍ ପଡିବା ନେଇ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରୁ ଏହି ୪୫ଟି ବୁଥରେ ମତଦାନ ଆରମ୍ଭ ହୋଇ ଦିନ ୩ଟା ପର୍ଯ୍ୟନ୍ତ ଚାଲିବ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

19 Feb 2022 By The Sakala

ପଞ୍ଚାୟତ ନିର୍ବାଚନ: ୨୩ ତାରିଖରେ ରାଜ୍ୟର ୪୫ଟି ବୁଥରେ ହେବ ସାନି ମତଦାନ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇସାରିଲାଣି । ମାତ୍ର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଯେଉଁ ଯେଉଁ ବୁଥରେ ମତଦାନ ହୋଇପାରିନଥିଲା, ସେହି ବୁଥରେ ଆସନ୍ତା ୨୩ ତାରିଖରେ ପୁଣିଥରେ ସାନି ମତଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁସାରେ, ଆସନ୍ତା ୨୩ ତାରିଖରେ ରାଜ୍ୟର ୪୫ଟି ବୁଥରେ ହେବ ସାନି ମତଦାନ । ତେବେ ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥରେ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୦ଟି ବୁଥରେ ମତଦାନ ହୋଇପାରିନଥିଲା । ତେଣୁ ଏହି ୪୫ଟି ବୁଥରେ ଆସନ୍ତା ୨୩ ତାରିଖ ଭୋଟ୍ ପଡିବା ନେଇ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରୁ ଏହି ୪୫ଟି ବୁଥରେ ମତଦାନ ଆରମ୍ଭ ହୋଇ ଦିନ ୩ଟା ପର୍ଯ୍ୟନ୍ତ ଚାଲିବ ।

https://www.thesakala.in/latest-odisha-news/panchayat-election-on-23rd-voting-will-take-place-in-45-booths/article-9377
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର