ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ

The Sakala Picture
Published On

ଭୁବନେଶ୍ବର: ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ । ଆସନ୍ତା ଜୁନ୍ ୨୩ ତାରିଖରେ ହୋଇଥାଆନ୍ତା ପଞ୍ଚାୟତ ଉପନିର୍ବାଚନ । ଏନେଇ ରାଜ୍ୟ ନିର୍ବାଚନ କମିସନ ତରଫରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୨୦ ଜିଲ୍ଲାର ୪୩ ସରପଞ୍ଚ, ୨୧ ଜିଲ୍ଲାର ୪୦ ପଞ୍ଚାୟତ ସମିତି ଓ ୨୨ ଜିଲ୍ଲାର ୨୭୨ ୱାର୍ଡ ସଭ୍ୟ ପାଇଁ […]

ଭୁବନେଶ୍ବର: ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ । ଆସନ୍ତା ଜୁନ୍ ୨୩ ତାରିଖରେ ହୋଇଥାଆନ୍ତା ପଞ୍ଚାୟତ ଉପନିର୍ବାଚନ । ଏନେଇ ରାଜ୍ୟ ନିର୍ବାଚନ କମିସନ ତରଫରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୨୦ ଜିଲ୍ଲାର ୪୩ ସରପଞ୍ଚ, ୨୧ ଜିଲ୍ଲାର ୪୦ ପଞ୍ଚାୟତ ସମିତି ଓ ୨୨ ଜିଲ୍ଲାର ୨୭୨ ୱାର୍ଡ ସଭ୍ୟ ପାଇଁ ଉପନିର୍ବାଚନ ହୋଇଥାଆନ୍ତା ।ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ନିର୍ଦ୍ଦିଷ୍ଟ ୱାର୍ଡରେ ନୋଟିସ୍ ଜାରି କରାଯାଇଥାଆନ୍ତା । ତେବେ ଜାରି ହୋଇଥିବା ବିଜ୍ଞପ୍ତି ରଦ୍ଦ କରାଯାଇଛି ଏବଂ ପରବର୍ତ୍ତୀ ସମୟରେ ଆଉ ଥରେ ତାରିଖ ଘୋଷଣା କରାଯିବ । ଏନେଇ ରାଜ୍ୟ ନିର୍ବାଚନ କମିସନ ତରଫରୁ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

21 May 2025 By The Sakala

ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର: ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ । ଆସନ୍ତା ଜୁନ୍ ୨୩ ତାରିଖରେ ହୋଇଥାଆନ୍ତା ପଞ୍ଚାୟତ ଉପନିର୍ବାଚନ । ଏନେଇ ରାଜ୍ୟ ନିର୍ବାଚନ କମିସନ ତରଫରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୨୦ ଜିଲ୍ଲାର ୪୩ ସରପଞ୍ଚ, ୨୧ ଜିଲ୍ଲାର ୪୦ ପଞ୍ଚାୟତ ସମିତି ଓ ୨୨ ଜିଲ୍ଲାର ୨୭୨ ୱାର୍ଡ ସଭ୍ୟ ପାଇଁ ଉପନିର୍ବାଚନ ହୋଇଥାଆନ୍ତା ।ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ନିର୍ଦ୍ଦିଷ୍ଟ ୱାର୍ଡରେ ନୋଟିସ୍ ଜାରି କରାଯାଇଥାଆନ୍ତା । ତେବେ ଜାରି ହୋଇଥିବା ବିଜ୍ଞପ୍ତି ରଦ୍ଦ କରାଯାଇଛି ଏବଂ ପରବର୍ତ୍ତୀ ସମୟରେ ଆଉ ଥରେ ତାରିଖ ଘୋଷଣା କରାଯିବ । ଏନେଇ ରାଜ୍ୟ ନିର୍ବାଚନ କମିସନ ତରଫରୁ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର