ବଜ୍ରକାପ୍ତା ଉଦ୍ଧାର : ୮ଗିରଫ, ବୋଲେରୋ, ସ୍କୁଟି ଓ ୮ ମୋବାଇଲ ଫୋନ ଜବତ

The Sakala Picture
Published On

ବାରିପଦା : ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ଘଟଣାରେ ରାଇରଙ୍ଗପୁର ନିକଟରୁ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ ଗୋଟିଏ ବୋଲୋରୋ ଗାଡି, ଗୋଟିଏ ସ୍କୁଟି ଓ ୮ଟି ମୋବାଇଲ ଫୋନ ଜବତ କରାଯାଇଛି । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଉପନିର୍ଦେଶକ ସମ୍ରାଟ ଗୌଡା ଏହି ସୂଚନା ଦେଇଛନ୍ତି । ବଜ୍ରକାପ୍ତା […]

ବାରିପଦା : ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ଘଟଣାରେ ରାଇରଙ୍ଗପୁର ନିକଟରୁ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ ଗୋଟିଏ ବୋଲୋରୋ ଗାଡି, ଗୋଟିଏ ସ୍କୁଟି ଓ ୮ଟି ମୋବାଇଲ ଫୋନ ଜବତ କରାଯାଇଛି ।

ଆହୁରି ପଢ଼ନ୍ତୁ: କର୍ତ୍ତବ୍ୟରେ ଅବହେଳା ପାଇଁ ୨ ଫରେଷ୍ଟର୍ ଓ ଜଣେ ଫରେଷ୍ଟ ଗାର୍ଡ ନିଲମ୍ବନ

ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଉପନିର୍ଦେଶକ ସମ୍ରାଟ ଗୌଡା ଏହି ସୂଚନା ଦେଇଛନ୍ତି । ବଜ୍ରକାପ୍ତା ବିକ୍ରି ମୂଲଚାଲ ସମୟରେ ବନବିଭାଗ ପୂର୍ବ ସୂଚନା ଅନୁସାରେ ଯୋଜନାବଦ୍ଧ ଭାବେ ଏହି ସଫଳତା ପାଇଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

02 Aug 2023 By The Sakala

ବଜ୍ରକାପ୍ତା ଉଦ୍ଧାର : ୮ଗିରଫ, ବୋଲେରୋ, ସ୍କୁଟି ଓ ୮ ମୋବାଇଲ ଫୋନ ଜବତ

ବାରିପଦା : ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ଘଟଣାରେ ରାଇରଙ୍ଗପୁର ନିକଟରୁ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ ଗୋଟିଏ ବୋଲୋରୋ ଗାଡି, ଗୋଟିଏ ସ୍କୁଟି ଓ ୮ଟି ମୋବାଇଲ ଫୋନ ଜବତ କରାଯାଇଛି ।

ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଉପନିର୍ଦେଶକ ସମ୍ରାଟ ଗୌଡା ଏହି ସୂଚନା ଦେଇଛନ୍ତି । ବଜ୍ରକାପ୍ତା ବିକ୍ରି ମୂଲଚାଲ ସମୟରେ ବନବିଭାଗ ପୂର୍ବ ସୂଚନା ଅନୁସାରେ ଯୋଜନାବଦ୍ଧ ଭାବେ ଏହି ସଫଳତା ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର