ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଫସିଲେ ୩୦ରୁ ଅଧିକ ଲୋକ

The Sakala Picture
Published On

ବ୍ରହ୍ମଗିରି: ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଜହ୍ନିକୁଦାରୁ ସାତପଡ଼ା ଯିବା ବେଳେ ଘଟିଛି ଏପରି ଅଘଟଣ। ଡଙ୍ଗାର ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିରହିଛି ଯାତ୍ରୀବାହି ଡଙ୍ଗା । ଏହି ଡଙ୍ଗାରେ ୩୦ରୁ ଅଧିକ ଯାତ୍ରୀ ଥିବା ବେଳେ ୧୦ଟି ବାଇକ ରହିଛି । ଜହ୍ନିକୁଦା ଘାଟ ନିକଟରୁ ୯.୪୦ରୁ ଯାତ୍ରୀବାହୀ ଡ଼ଙ୍ଗାଟି ଲୋକମାନଙ୍କୁ ନେଇ ଚିଲିକା ସାତପଡ଼ା ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା । ତେବେ କିଛି ବାଟ ଯିବା […]

ବ୍ରହ୍ମଗିରି: ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଜହ୍ନିକୁଦାରୁ ସାତପଡ଼ା ଯିବା ବେଳେ ଘଟିଛି ଏପରି ଅଘଟଣ। ଡଙ୍ଗାର ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିରହିଛି ଯାତ୍ରୀବାହି ଡଙ୍ଗା । ଏହି ଡଙ୍ଗାରେ ୩୦ରୁ ଅଧିକ ଯାତ୍ରୀ ଥିବା ବେଳେ ୧୦ଟି ବାଇକ ରହିଛି । ଜହ୍ନିକୁଦା ଘାଟ ନିକଟରୁ ୯.୪୦ରୁ ଯାତ୍ରୀବାହୀ ଡ଼ଙ୍ଗାଟି ଲୋକମାନଙ୍କୁ ନେଇ ଚିଲିକା ସାତପଡ଼ା ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା । ତେବେ କିଛି ବାଟ ଯିବା ପରେ ଡଙ୍ଗାର ମେସିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ଯୋଗୁଁ ଏହା ମଝି ଚିଲିକାରେ ଅଟକି ରହିଛି । ଉଦ୍ଧାର କରିବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀମାନେ ଉଦ୍ୟମ ଜାରି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

25 Feb 2024 By The Sakala

ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଫସିଲେ ୩୦ରୁ ଅଧିକ ଲୋକ

ବ୍ରହ୍ମଗିରି: ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଜହ୍ନିକୁଦାରୁ ସାତପଡ଼ା ଯିବା ବେଳେ ଘଟିଛି ଏପରି ଅଘଟଣ। ଡଙ୍ଗାର ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିରହିଛି ଯାତ୍ରୀବାହି ଡଙ୍ଗା । ଏହି ଡଙ୍ଗାରେ ୩୦ରୁ ଅଧିକ ଯାତ୍ରୀ ଥିବା ବେଳେ ୧୦ଟି ବାଇକ ରହିଛି । ଜହ୍ନିକୁଦା ଘାଟ ନିକଟରୁ ୯.୪୦ରୁ ଯାତ୍ରୀବାହୀ ଡ଼ଙ୍ଗାଟି ଲୋକମାନଙ୍କୁ ନେଇ ଚିଲିକା ସାତପଡ଼ା ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା । ତେବେ କିଛି ବାଟ ଯିବା ପରେ ଡଙ୍ଗାର ମେସିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ଯୋଗୁଁ ଏହା ମଝି ଚିଲିକାରେ ଅଟକି ରହିଛି । ଉଦ୍ଧାର କରିବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀମାନେ ଉଦ୍ୟମ ଜାରି ରଖିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର