ହାଇୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୨ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଠିଆ ହୋଇଥିବା ହାଇୱାକୁ ଧକ୍କା ଦେଇଛି। ଏହି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କୁ ଯେପି ହସ୍ପିଟାଲକୁ […]

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଠିଆ ହୋଇଥିବା ହାଇୱାକୁ ଧକ୍କା ଦେଇଛି। ଏହି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କୁ ଯେପି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

27 Mar 2023 By The Sakala

ହାଇୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୨ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଠିଆ ହୋଇଥିବା ହାଇୱାକୁ ଧକ୍କା ଦେଇଛି। ଏହି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କୁ ଯେପି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର