ପିପିଲି ଟୋଲଗେଟ୍ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ

The Sakala Picture
Published On

ପିପିଲି : ପିପିଲି ଟୋଲଗେଟ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ । ଓଲଟିପଡ଼ିଲା ଯାତ୍ରୀବାହୀ ବସ୍ । ବସରେ ୫୦ରୁ ଅଧିକ ଯାତ୍ରୀ ରହିଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣା ପଡ଼ିଛି । ଖବର ମୁତାବକ ଭୁବନେଶ୍ୱରରୁ କାକଟପୁର ଯାଉଥିବା ଯାତ୍ରୀବାହୀ ସାରଳା ବସ ପିପିଲି ଟୋଲଗେଟ୍ ନିକଟରେ ଓଲଟିପଡ଼ିଥିଲା।ଫଳରେ ୨୦ରୁ ଅଧିକ ଯାତ୍ରୀ ଏଥିରେ ଆହତ ହୋଇଛନ୍ତି । ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ବସ୍‌ ଓଲଟିବା ଫଳରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ବସର ହେଲପର […]

ପିପିଲି : ପିପିଲି ଟୋଲଗେଟ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ । ଓଲଟିପଡ଼ିଲା ଯାତ୍ରୀବାହୀ ବସ୍ । ବସରେ ୫୦ରୁ ଅଧିକ ଯାତ୍ରୀ ରହିଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣା ପଡ଼ିଛି । ଖବର ମୁତାବକ ଭୁବନେଶ୍ୱରରୁ କାକଟପୁର ଯାଉଥିବା ଯାତ୍ରୀବାହୀ ସାରଳା ବସ ପିପିଲି ଟୋଲଗେଟ୍ ନିକଟରେ ଓଲଟିପଡ଼ିଥିଲା।ଫଳରେ ୨୦ରୁ ଅଧିକ ଯାତ୍ରୀ ଏଥିରେ ଆହତ ହୋଇଛନ୍ତି । ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି କଲେ ସରକାର, ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ପରିବାରକୁ ମିଳିବ ସହାୟତା

ବସ୍‌ ଓଲଟିବା ଫଳରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ବସର ହେଲପର ବୋଲି ଜଣା ପଡ଼ିଛି । ଦୁର୍ଘଟଣା ପରେ ପିପିଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ମେଡିକାଲରେ ତୁରନ୍ତ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଦୁର୍ଘଟମା ପରେ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଜୁଲାଇ ୫ତାରିଖକୁ ଘୁଞ୍ଚିଲା OTET ପରୀକ୍ଷା, ଜୁନ ୨୮ରେ ହେବାର ଥିଲା

12 Aug 2022 By The Sakala

ପିପିଲି ଟୋଲଗେଟ୍ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ

ପିପିଲି : ପିପିଲି ଟୋଲଗେଟ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ । ଓଲଟିପଡ଼ିଲା ଯାତ୍ରୀବାହୀ ବସ୍ । ବସରେ ୫୦ରୁ ଅଧିକ ଯାତ୍ରୀ ରହିଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣା ପଡ଼ିଛି । ଖବର ମୁତାବକ ଭୁବନେଶ୍ୱରରୁ କାକଟପୁର ଯାଉଥିବା ଯାତ୍ରୀବାହୀ ସାରଳା ବସ ପିପିଲି ଟୋଲଗେଟ୍ ନିକଟରେ ଓଲଟିପଡ଼ିଥିଲା।ଫଳରେ ୨୦ରୁ ଅଧିକ ଯାତ୍ରୀ ଏଥିରେ ଆହତ ହୋଇଛନ୍ତି । ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ବସ୍‌ ଓଲଟିବା ଫଳରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ବସର ହେଲପର ବୋଲି ଜଣା ପଡ଼ିଛି । ଦୁର୍ଘଟଣା ପରେ ପିପିଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ମେଡିକାଲରେ ତୁରନ୍ତ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଦୁର୍ଘଟମା ପରେ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର