ଗଣମାଧ୍ୟମ ଅଧ୍ୟାପକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ

The Sakala Picture
Published On

ବ୍ରହ୍ମପୁର: ପରଲୋକରେ ବରିଷ୍ଠ ସାମ୍ବାଦିକ ତଥା ପ୍ରଫେସର ପ୍ରଦୀପ ମହାପାତ୍ର। ୬୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତି ପ୍ରାୟ ୨ଟା ୧୦ ମିନିଟ୍‌ରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଥିଲେ ଡକ୍ଟର ପ୍ରଦୀପ ମହାପାତ୍ର। ସୂଚନା ଅନୁଯାୟୀ, ଗତ କିଛିଦିନ ତଳେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଅଣାଯାଇଥିଲା। […]

ବ୍ରହ୍ମପୁର: ପରଲୋକରେ ବରିଷ୍ଠ ସାମ୍ବାଦିକ ତଥା ପ୍ରଫେସର ପ୍ରଦୀପ ମହାପାତ୍ର। ୬୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତି ପ୍ରାୟ ୨ଟା ୧୦ ମିନିଟ୍‌ରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଥିଲେ ଡକ୍ଟର ପ୍ରଦୀପ ମହାପାତ୍ର।

ଆହୁରି ପଢ଼ନ୍ତୁ: ୩ ମାସ ହେଲା ବନ୍ଦ ହୋଇଛି ‘ଆଶୀର୍ବାଦ’ ସହାୟତା, କୋଭିଡ୍‌ ଅନାଥ ଛୁଆଙ୍କ ଭତ୍ତା ବନ୍ଦକୁ ନେଇ ବିଜେଡିର ପ୍ରଶ୍ନ

ସୂଚନା ଅନୁଯାୟୀ, ଗତ କିଛିଦିନ ତଳେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଅଣାଯାଇଥିଲା। ପ୍ରାଥମିକ ଅବସ୍ଥାରେ ତାଙ୍କର ନିମୋନିଆ ଯୋଗୁଁ ଫୁସଫୁସ ଗୁରୁତର ଭାବେ ଆକ୍ରାନ୍ତ ହୋଇଥିବା ଚିକିତ୍ସାରୁ ଜଣାପଡ଼ିଥିଲା। ଏହି ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।  ଚିକିତ୍ସା ସମୟରେ ତାଙ୍କର ହଠାତ ହୃଦଘାତ ହେବା ସହ ମସ୍ତିଷ୍କ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ସ୍ୱର୍ଗତଃ ଅମରେନ୍ଦ୍ରଲାଲଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ, ୫୪ ୟୁନିଟ୍ ରକ୍ତ ସଂଗୃହୀତ

02 Aug 2024 By The Sakala

ଗଣମାଧ୍ୟମ ଅଧ୍ୟାପକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର: ପରଲୋକରେ ବରିଷ୍ଠ ସାମ୍ବାଦିକ ତଥା ପ୍ରଫେସର ପ୍ରଦୀପ ମହାପାତ୍ର। ୬୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତି ପ୍ରାୟ ୨ଟା ୧୦ ମିନିଟ୍‌ରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଥିଲେ ଡକ୍ଟର ପ୍ରଦୀପ ମହାପାତ୍ର।

ସୂଚନା ଅନୁଯାୟୀ, ଗତ କିଛିଦିନ ତଳେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଅଣାଯାଇଥିଲା। ପ୍ରାଥମିକ ଅବସ୍ଥାରେ ତାଙ୍କର ନିମୋନିଆ ଯୋଗୁଁ ଫୁସଫୁସ ଗୁରୁତର ଭାବେ ଆକ୍ରାନ୍ତ ହୋଇଥିବା ଚିକିତ୍ସାରୁ ଜଣାପଡ଼ିଥିଲା। ଏହି ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।  ଚିକିତ୍ସା ସମୟରେ ତାଙ୍କର ହଠାତ ହୃଦଘାତ ହେବା ସହ ମସ୍ତିଷ୍କ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର