ଭିମାପଡା କାନଝାରି ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ପାଟଣା-କେନ୍ଦୁଝର ଯୋଗାଯୋଗ ବିଛିନ୍ନ

The Sakala Picture
Published On

କେନ୍ଦୁଝର/ପାଟଣା: କେନ୍ଦୁଝର ଜିଲ୍ଲାରେ ଗତ ଦୁଇଦିନର ଲଗାଣ ବର୍ଷା ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ଲଗାଣ ବର୍ଷା ରେ ବୈତରଣୀ ର ତଳ ମୁଣ୍ଡରେ ବନ୍ୟା ସ୍ଥିତି ଉପୁଜିଛି। ଏପଟେ ପାଟଣା କେନ୍ଦୁଝର ରାସ୍ତାର ଭିମାପଡା କାନଝରୀ ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ କେନ୍ଦୁଝରରୁ ପାଟଣାକୁ ଯୋଗାଯୋଗ ସମ୍ପୁର୍ଣ୍ଣ ବିଛିନ୍ନ ହୋଇଯାଇଛି । ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ ପାର୍ଶ୍ୱରେ ଗାଡି ମୋଟର ଅଟକି ରହିଛି।

ଆହୁରି ପଢ଼ନ୍ତୁ: ଯାଜପୁର କାଳୀମେଘା ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା: ୫ ଅଭିଯୁକ୍ତ ଗିରଫ, ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ଜବତ

14 Sep 2021 By The Sakala

ଭିମାପଡା କାନଝାରି ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ପାଟଣା-କେନ୍ଦୁଝର ଯୋଗାଯୋଗ ବିଛିନ୍ନ

କେନ୍ଦୁଝର/ପାଟଣା: କେନ୍ଦୁଝର ଜିଲ୍ଲାରେ ଗତ ଦୁଇଦିନର ଲଗାଣ ବର୍ଷା ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ଲଗାଣ ବର୍ଷା ରେ ବୈତରଣୀ ର ତଳ ମୁଣ୍ଡରେ ବନ୍ୟା ସ୍ଥିତି ଉପୁଜିଛି। ଏପଟେ ପାଟଣା କେନ୍ଦୁଝର ରାସ୍ତାର ଭିମାପଡା କାନଝରୀ ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ କେନ୍ଦୁଝରରୁ ପାଟଣାକୁ ଯୋଗାଯୋଗ ସମ୍ପୁର୍ଣ୍ଣ ବିଛିନ୍ନ ହୋଇଯାଇଛି । ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ ପାର୍ଶ୍ୱରେ ଗାଡି ମୋଟର ଅଟକି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର