ପିସିସି ସଭାପତି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର : ସାମାନ୍ୟ ଅସୁସ୍ଥ ହୋଇପାରିବା କାରଣରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋମବାର ସନ୍ଧ୍ୟାରେ ତାଙ୍କୁ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର ସୂଚନା ଦେଇଛନ୍ତି।

About The Author: The Sakala