ମନୋରଞ୍ଜନ
ଓଡ଼ିଶା
ପ୍ରତ୍ୟେକ ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ, ଜାଣନ୍ତୁ କେତେ ମିଳିବ ଦରମା...
ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ। ପଞ୍ଚାୟତ ଫଣ୍ଡ୍ରୁ ପିଅନଙ୍କୁ ଦରମା ଦିଆଯାଉଥିଲା। ଏବେ ରାଜ୍ୟ ସରକାର ଦରମା ଦେବେ।
ଆହୁରି ପଢ଼ନ୍ତୁ: ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ
29 Nov 2025
By Deviprasad Mohanty
ପ୍ରତ୍ୟେକ ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ, ଜାଣନ୍ତୁ କେତେ ମିଳିବ ଦରମା...
ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ। ପଞ୍ଚାୟତ ଫଣ୍ଡ୍ରୁ ପିଅନଙ୍କୁ ଦରମା ଦିଆଯାଉଥିଲା। ଏବେ ରାଜ୍ୟ ସରକାର ଦରମା ଦେବେ।
⊕ https://www.thesakala.in/latest-odisha-news/peons-will-be-appointed-in-every-panchayat-odisha-govt-know-how-much-salary/article-43343