ତୈଳ ଦରରେ ଲାଗୁନି ବ୍ରେକ: ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

The Sakala Picture
Published On

ନୂଆଦିଲ୍ଲୀ: ତୈଳ ଦରରେ ଲାଗୁନି ବ୍ରେକ । ହୁ ହୁ ହୋଇ ବଢୁଛି ପେଟ୍ରୋଲ ଓ ଡିଜେଲ ଦର। ଗତ ୧୪ ଦିନ ମଧ୍ୟରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୮.୪୦ ଟଙ୍କା ବୃଦ୍ଧି ପାଇଛି। ଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ଦର ବର୍ତ୍ତମାନ ଲିଟର ପିଛା ଯଥାକ୍ରମେ ୧୦୩.୮୧ ଟଙ୍କା ଏବଂ ୯୫.୦୭ ଟଙ୍କା ରହିଛି। ମୁମ୍ବାଇରେ ପେଟ୍ରୋଲ ଦର ୮୪ ପଇସା ବଢି ୧୧୮ଟଙ୍କା ୮୩ ପଇସା ହୋଇଥିବା ବେଳେ, ଡିଜେଲ ଦର […]

ନୂଆଦିଲ୍ଲୀ: ତୈଳ ଦରରେ ଲାଗୁନି ବ୍ରେକ । ହୁ ହୁ ହୋଇ ବଢୁଛି ପେଟ୍ରୋଲ ଓ ଡିଜେଲ ଦର। ଗତ ୧୪ ଦିନ ମଧ୍ୟରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୮.୪୦ ଟଙ୍କା ବୃଦ୍ଧି ପାଇଛି। ଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ଦର ବର୍ତ୍ତମାନ ଲିଟର ପିଛା ଯଥାକ୍ରମେ ୧୦୩.୮୧ ଟଙ୍କା ଏବଂ ୯୫.୦୭ ଟଙ୍କା ରହିଛି। ମୁମ୍ବାଇରେ ପେଟ୍ରୋଲ ଦର ୮୪ ପଇସା ବଢି ୧୧୮ଟଙ୍କା ୮୩ ପଇସା ହୋଇଥିବା ବେଳେ, ଡିଜେଲ ଦର ୪୩ ପଇସା ବଢି ୧୦୩ଟଙ୍କା ୭ ପଇସାରେ ପହଞ୍ଚିଛି । କୋଲକାତରେ ଡିଜେଲ ଲିଟର ପିଛା ୯୮.୨୨ ଟଙ୍କା ରହିଥିବା ବେଳେ ପେଟ୍ରୋଲ ୧୧୩.୪୫ ଟଙ୍କା ରହିଛି। ଚେନ୍ନାଇରେ ଡିଜେଲ ଲିଟର ପିଛା ୯୯.୪୨ ଟଙ୍କା ରହିଥିବା ବେଳେ ପେଟ୍ରୋଲ ଲିଟର ପିଛା ୧୦୯.୩୪ ଟଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ସେହିପରି ଗତ ୧୪ ଦିନ ମଧ୍ୟରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୮ ଟଙ୍କା ୯୮ ପଇସା ଏବଂ ଡିଜେଲ ଦର ୮ ଟଙ୍କା ୯୨ ପଇସା ବଢ଼ିଛି। ଭୁବନେଶ୍ୱରରେ ସୋମବାର ପେଟ୍ରୋଲ ଲିଟର ପିଛା ୧୧୦ ଟଙ୍କା ୭୯ ଏବଂ ଡିଜେଲ ୧୦୦ ଟଙ୍କା ୫୪ ପଇସାରେ ପହଞ୍ଚି ଯାଇଛି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

 

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର