ପାରାଦ୍ଵୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଫାଟିଲା ପେଟ୍ରୋଲ ପାଇପ୍, ବୋହିଗଲା ଲକ୍ଷାଧିକ ଲିଟର ପେଟ୍ରୋଲ

Madhusudan Das Picture
Published On

ପାରାଦ୍ଵୀପ: ବନ୍ଦର ନିଷିଦ୍ଧାଞ୍ଚଳରେ ଫାଟିଲା ପେଟ୍ରୋଲ ପାଇପ୍ ଲାଇନ୍। ବୋହିଗଲା ଲକ୍ଷାଧିକ ଲିଟର ପେଟ୍ରୋଲ। ଜାହାଜରୁ ପାଇପ ଯୋଗେ ପେଟ୍ରୋଲ ଯାଉଥିଲା ତୈଳ ଟର୍ମିନାଲକୁ। ଅଧିକ ପ୍ରେସର ଯୋଗୁଁ ପାଇପ ଫାଟି ଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋର୍ଟ ସିଆଇଏସ‌ଏଫ, ଅଗ୍ନିଶମ ବିଭାଗ, ଆଇଓସିଏଲ ଅଗ୍ନିଶମ ବିଭାଗ କର୍ମଚାରୀ ପହଂଚିଛନ୍ତି । ନିଆଁ ଲାଗିବାର ସମ୍ଭାବନା ଥିବାରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଆଇଓସିଏଲ ତୈଳ ଟର୍ମିନାଲକୁ ତେଲ ଯାଉଥିବା ସୂଚନା।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

22 May 2026 By Madhusudan Das

ପାରାଦ୍ଵୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଫାଟିଲା ପେଟ୍ରୋଲ ପାଇପ୍, ବୋହିଗଲା ଲକ୍ଷାଧିକ ଲିଟର ପେଟ୍ରୋଲ

ପାରାଦ୍ଵୀପ: ବନ୍ଦର ନିଷିଦ୍ଧାଞ୍ଚଳରେ ଫାଟିଲା ପେଟ୍ରୋଲ ପାଇପ୍ ଲାଇନ୍। ବୋହିଗଲା ଲକ୍ଷାଧିକ ଲିଟର ପେଟ୍ରୋଲ। ଜାହାଜରୁ ପାଇପ ଯୋଗେ ପେଟ୍ରୋଲ ଯାଉଥିଲା ତୈଳ ଟର୍ମିନାଲକୁ। ଅଧିକ ପ୍ରେସର ଯୋଗୁଁ ପାଇପ ଫାଟି ଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋର୍ଟ ସିଆଇଏସ‌ଏଫ, ଅଗ୍ନିଶମ ବିଭାଗ, ଆଇଓସିଏଲ ଅଗ୍ନିଶମ ବିଭାଗ କର୍ମଚାରୀ ପହଂଚିଛନ୍ତି । ନିଆଁ ଲାଗିବାର ସମ୍ଭାବନା ଥିବାରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଆଇଓସିଏଲ ତୈଳ ଟର୍ମିନାଲକୁ ତେଲ ଯାଉଥିବା ସୂଚନା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର