ଆଜି ଅପରାହ୍ନରେ ପ୍ରକାଶ ପାଇବ ପିଜି ପ୍ରଥମ ପର୍ଯ୍ୟାୟ ସିଟ ଆବଣ୍ଟନ ତାଲିକା

The Sakala Picture
Published On

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ଗୁଡିକରେ ପ୍ରଦାନ କରାଯାଉଥିବା ସ୍ନାତକୋତ୍ତର ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିବା ବେଳେ ଆଜି ପ୍ରଥମ ପର୍ଯ୍ୟାୟ ସିଟ ଆର୍ଲଟମେଣ୍ଟ (ଆବଣ୍ଟନ) ତାଲିକା ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ଏହି ତାଲିକା ପ୍ରକାଶପାଇବ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଯେଉଁମାନଙ୍କ ସିଟ ଆର୍ଲଟମେଣ୍ଟ କରାଯିବ ସେମାନେ ୧୬ ଏବଂ ୧୭ ତାରିଖରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ଯାଇ ରିପୋର୍ଟିଂ କରିବା ସହ […]

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ଗୁଡିକରେ ପ୍ରଦାନ କରାଯାଉଥିବା ସ୍ନାତକୋତ୍ତର ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିବା ବେଳେ ଆଜି ପ୍ରଥମ ପର୍ଯ୍ୟାୟ ସିଟ ଆର୍ଲଟମେଣ୍ଟ (ଆବଣ୍ଟନ) ତାଲିକା ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ଏହି ତାଲିକା ପ୍ରକାଶପାଇବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଯେଉଁମାନଙ୍କ ସିଟ ଆର୍ଲଟମେଣ୍ଟ କରାଯିବ ସେମାନେ ୧୬ ଏବଂ ୧୭ ତାରିଖରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ଯାଇ ରିପୋର୍ଟିଂ କରିବା ସହ ନାମଲେଖାଇବେ। ୧୯ ତାରିଖ ଦିନ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ପିଲାମାନେ ସ୍ଳାଇଡ ଅଫ କରିପାରିବେ। ୨୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ସିଟ ଆର୍ଲଟମେଣ୍ଟ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ୨୪ ଓ ୨୫ ତାରିଖ ସଂଧ୍ୟା ୫ଟା ପର୍ଯ୍ୟନ୍ତ ପିଲାମାନେ ନାମଲେଖାଇପାରିବେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର