ଟ୍ରକକୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍: ଡ୍ରାଇଭର ସମେତ ୩ ମୃତ

The Sakala Picture
Published On

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବେତନଟି ଥାନା ଅନ୍ତର୍ଗତ ବୁଢ଼ିଖମାର ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକକୁ ତୀର୍ଥଯାତ୍ରୀ ବସ୍ ଧକ୍କା ହେବାରୁ ବସ୍ ଡ୍ରାଇଭର ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କ ମଧ୍ୟରେ ୨ ଜଣ ପୁରୁଷଥିବା ବେଳେ ଜଣେ ମହିଳା ଥିବା ଜଣାଯାଇଛି। ଖବର ଅନୁଯାୟୀ, ହାଇଦ୍ରାବାଦରୁ ତୀର୍ଥ ଯାତ୍ରୀଙ୍କୁ ନେଇ ବସ୍‌ଟି ଗୟା […]

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବେତନଟି ଥାନା ଅନ୍ତର୍ଗତ ବୁଢ଼ିଖମାର ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକକୁ ତୀର୍ଥଯାତ୍ରୀ ବସ୍ ଧକ୍କା ହେବାରୁ ବସ୍ ଡ୍ରାଇଭର ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କ ମଧ୍ୟରେ ୨ ଜଣ ପୁରୁଷଥିବା ବେଳେ ଜଣେ ମହିଳା ଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଚିଠା ଭୋଟର ତାଲିକାକୁ ନେଇ ବିଜେଡିର ସାଂଘାତିକ ଅଭିଯୋଗ: ୨୦ ଲକ୍ଷ ନୁହେଁ; ବାଦ୍‌ ପଡ଼ିଛନ୍ତି ୨୭ ଲକ୍ଷ ଭୋଟର

ଖବର ଅନୁଯାୟୀ, ହାଇଦ୍ରାବାଦରୁ ତୀର୍ଥ ଯାତ୍ରୀଙ୍କୁ ନେଇ ବସ୍‌ଟି ଗୟା ଯାଉଥିଲା। ବୁଢ଼ିଖମାର ଛକ ନିକଟରେ ଏକ ଟ୍ରକ୍‌ ରାସ୍ତାକଡ଼ରେ ଠିଆ ହୋଇଥିଲା। ଆଜି ଭୋରରୁ ବସ୍‌ଟି ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାରେ ପରେ ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପୁଲିସ ଓ ସ୍ଥାନୀୟ ଲୋକେ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ: ସମୁଦ୍ରରୁ ଭାସି ଆସି ଅସ୍ତରଙ୍ଗ ବେଳାଭୂମିରେ ଲାଗିଲା ବିଶାଳ ସାମୁଦ୍ରିକ ବୁଏ...

ଆହୁରି ପଢ଼ନ୍ତୁ: ହୀରାକୁଦରୁ ଛାଡ଼ିଲା ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ, ପ୍ରଥମ ପର୍ଯ୍ୟାୟରେ ଖୋଲିଲା ୪ଟି ଗେଟ୍

13 Jul 2024 By The Sakala

ଟ୍ରକକୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍: ଡ୍ରାଇଭର ସମେତ ୩ ମୃତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବେତନଟି ଥାନା ଅନ୍ତର୍ଗତ ବୁଢ଼ିଖମାର ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକକୁ ତୀର୍ଥଯାତ୍ରୀ ବସ୍ ଧକ୍କା ହେବାରୁ ବସ୍ ଡ୍ରାଇଭର ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କ ମଧ୍ୟରେ ୨ ଜଣ ପୁରୁଷଥିବା ବେଳେ ଜଣେ ମହିଳା ଥିବା ଜଣାଯାଇଛି।

ଖବର ଅନୁଯାୟୀ, ହାଇଦ୍ରାବାଦରୁ ତୀର୍ଥ ଯାତ୍ରୀଙ୍କୁ ନେଇ ବସ୍‌ଟି ଗୟା ଯାଉଥିଲା। ବୁଢ଼ିଖମାର ଛକ ନିକଟରେ ଏକ ଟ୍ରକ୍‌ ରାସ୍ତାକଡ଼ରେ ଠିଆ ହୋଇଥିଲା। ଆଜି ଭୋରରୁ ବସ୍‌ଟି ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାରେ ପରେ ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପୁଲିସ ଓ ସ୍ଥାନୀୟ ଲୋକେ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର