ପିପିଲି ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ

The Sakala Picture
Published On

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଭୋଟ୍ ଗଣତି ଚାଲିଛି। ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ଗଣତିରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଗରେ ଥିବା ସୂଚନା ମିଳିଥିଲା । ସେହିପରି ପ୍ରଥମ ରାଉଣ୍ଡରେ ମଧ୍ୟ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୪୦୫୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଆଶ୍ରିତ […]

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଭୋଟ୍ ଗଣତି ଚାଲିଛି। ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ଗଣତିରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଗରେ ଥିବା ସୂଚନା ମିଳିଥିଲା । ସେହିପରି ପ୍ରଥମ ରାଉଣ୍ଡରେ ମଧ୍ୟ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୪୦୫୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୬୪୯ ଭୋଟ୍ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନଙ୍କୁ ୭୬୫ ଭୋଟ୍ ମିଳିଛି ।

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି

 

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର