ମୁଖ୍ୟମନ୍ତ୍ରୀଙ୍କ ଉଦାରତା, କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ

The Sakala Picture
Published On

ଭୁବନେଶ୍ୱର:  ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଅଜିତ କରୋନା ସଂକ୍ରମିତ ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏକଥା ଜାଣିବା ପରେ ତାଙ୍କ ଭାଇଙ୍କୁ ଫୋନ୍ କରି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଏହାସହ ଅଜିତ ମଙ୍ଗରାଜଙ୍କ ଦ୍ରୁତ ଆରୋଗ୍ୟ କାମନା […]

ଭୁବନେଶ୍ୱର:  ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଅଜିତ କରୋନା ସଂକ୍ରମିତ ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏକଥା ଜାଣିବା ପରେ ତାଙ୍କ ଭାଇଙ୍କୁ ଫୋନ୍ କରି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଏହାସହ ଅଜିତ ମଙ୍ଗରାଜଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ନିକଟରେ ପିପିଲିରେ ପ୍ରଚାର କରିବା ବେଳେ ହଠାତ୍ ଅସୁସ୍ଥ ହୋଇଥିଲେ ଅଜିତ ମଙ୍ଗରାଜ । ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିଲା ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର