ପିପିଲି ଭୋଟ୍‌ ଗଣତି : ୧୯ତମ ରାଉଣ୍ଡ ସୁଦ୍ଧା ୨୦ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ଆଗୁଆ ବିଜେଡି

The Sakala Picture
Published On

ଭୁବନେଶ୍ବର : ପିପିଲିରେ ବୃହତ ବିଜୟ ଆଡେ ଅଗ୍ରସର ହେଉଛି ବିଜେଡି। ୧୯ ତମ ରାଉଣ୍ଡ ସୁଦ୍ଧା ବିଜେଡ଼ି ପ୍ରାର୍ଥି ରୁଦ୍ର ପ୍ରତାପ ମହାରଥୀ ୨୦ ହଜାର ୬୦୮ ଭୋଟରେ ଆଗୁଆ ଅଛନ୍ତି। ୧୯ ତମ ରାଉଣ୍ଡ ଶେଷ ସୁଦ୍ଧା ରୁଦ୍ରପ୍ରତାପ ମୋଟ୍‌ ୭୪ ହଜାର ୪୯୮ ଭୋଟ୍ ପାଇଥିବା ବେଳେ ଆଶ୍ରିତ ପାଇଛନ୍ତି ୫୩ ହଜାର ୮୯୦ । ଅନ୍ୟପଟେ କଂଗ୍ରେସ ମାତ୍ର ୩ ହଜାର ୫୪୧ ଖଣ୍ଡ ଭୋଟ୍ ପାଇଛି । ତେବେ ୧୯ତମ ରାଉଣ୍ଡ […]

ଭୁବନେଶ୍ବର : ପିପିଲିରେ ବୃହତ ବିଜୟ ଆଡେ ଅଗ୍ରସର ହେଉଛି ବିଜେଡି। ୧୯ ତମ ରାଉଣ୍ଡ ସୁଦ୍ଧା ବିଜେଡ଼ି ପ୍ରାର୍ଥି ରୁଦ୍ର ପ୍ରତାପ ମହାରଥୀ ୨୦ ହଜାର ୬୦୮ ଭୋଟରେ ଆଗୁଆ ଅଛନ୍ତି। ୧୯ ତମ ରାଉଣ୍ଡ ଶେଷ ସୁଦ୍ଧା ରୁଦ୍ରପ୍ରତାପ ମୋଟ୍‌ ୭୪ ହଜାର ୪୯୮ ଭୋଟ୍ ପାଇଥିବା ବେଳେ ଆଶ୍ରିତ ପାଇଛନ୍ତି ୫୩ ହଜାର ୮୯୦ । ଅନ୍ୟପଟେ କଂଗ୍ରେସ ମାତ୍ର ୩ ହଜାର ୫୪୧ ଖଣ୍ଡ ଭୋଟ୍ ପାଇଛି ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ତେବେ ୧୯ତମ ରାଉଣ୍ଡ ଭୋଟ ଗଣତିରେ ବିଜେପି ପ୍ରାର୍ଥୀ ୩୨୩୨ ଖଣ୍ଡ ଭୋଟ ହାତେଇବା ସହ ପ୍ରଥମ ଥର ପାଇଁ ୧୪୩ ଖଣ୍ଡ ଭୋଟ ଆଗରେ ରହିଛନ୍ତି । ୧୯ତମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୩୦୮୯ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସକୁ ମିଳିଛି ମାତ୍ର ୬୭ ଖଣ୍ଡ ଭୋଟ । ୧୯ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୨୦୬୦୮ ଖଣ୍ଡ ଭୋଟ ଆଗରେ ରହିଛି । ଆଉ ହାତରେ ମାତ୍ର ୫ ରାଉଣ୍ଡ ଭୋଟ ଗଣତି ବାକି ଥିବା ବେଳେ ବିଜେଡି ବୃହତ ବିଜୟ ଆଡକୁ ଅଗ୍ରସର ହେଉଛି। ଉପନିର୍ବାଚନ ବିଜୟ ଟ୍ରେଣ୍ଡ ଜାରି ରଖି ବିଜେଡି ଦଳ ପିପିଲିରେ ପୁଣିଥରେ ବିଜୟ ବାନା ଉଡାଇବ ବୋଲି ଆଶା ରଖିଛି।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

03 Oct 2021 By The Sakala

ପିପିଲି ଭୋଟ୍‌ ଗଣତି : ୧୯ତମ ରାଉଣ୍ଡ ସୁଦ୍ଧା ୨୦ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ଆଗୁଆ ବିଜେଡି

ଭୁବନେଶ୍ବର : ପିପିଲିରେ ବୃହତ ବିଜୟ ଆଡେ ଅଗ୍ରସର ହେଉଛି ବିଜେଡି। ୧୯ ତମ ରାଉଣ୍ଡ ସୁଦ୍ଧା ବିଜେଡ଼ି ପ୍ରାର୍ଥି ରୁଦ୍ର ପ୍ରତାପ ମହାରଥୀ ୨୦ ହଜାର ୬୦୮ ଭୋଟରେ ଆଗୁଆ ଅଛନ୍ତି। ୧୯ ତମ ରାଉଣ୍ଡ ଶେଷ ସୁଦ୍ଧା ରୁଦ୍ରପ୍ରତାପ ମୋଟ୍‌ ୭୪ ହଜାର ୪୯୮ ଭୋଟ୍ ପାଇଥିବା ବେଳେ ଆଶ୍ରିତ ପାଇଛନ୍ତି ୫୩ ହଜାର ୮୯୦ । ଅନ୍ୟପଟେ କଂଗ୍ରେସ ମାତ୍ର ୩ ହଜାର ୫୪୧ ଖଣ୍ଡ ଭୋଟ୍ ପାଇଛି ।

ତେବେ ୧୯ତମ ରାଉଣ୍ଡ ଭୋଟ ଗଣତିରେ ବିଜେପି ପ୍ରାର୍ଥୀ ୩୨୩୨ ଖଣ୍ଡ ଭୋଟ ହାତେଇବା ସହ ପ୍ରଥମ ଥର ପାଇଁ ୧୪୩ ଖଣ୍ଡ ଭୋଟ ଆଗରେ ରହିଛନ୍ତି । ୧୯ତମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୩୦୮୯ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସକୁ ମିଳିଛି ମାତ୍ର ୬୭ ଖଣ୍ଡ ଭୋଟ । ୧୯ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୨୦୬୦୮ ଖଣ୍ଡ ଭୋଟ ଆଗରେ ରହିଛି । ଆଉ ହାତରେ ମାତ୍ର ୫ ରାଉଣ୍ଡ ଭୋଟ ଗଣତି ବାକି ଥିବା ବେଳେ ବିଜେଡି ବୃହତ ବିଜୟ ଆଡକୁ ଅଗ୍ରସର ହେଉଛି। ଉପନିର୍ବାଚନ ବିଜୟ ଟ୍ରେଣ୍ଡ ଜାରି ରଖି ବିଜେଡି ଦଳ ପିପିଲିରେ ପୁଣିଥରେ ବିଜୟ ବାନା ଉଡାଇବ ବୋଲି ଆଶା ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର