ପିପିଲି ଭୋଟ୍‌ ଗଣତି : ବଢି ଚାଲିଛି ବିଜେଡିର ଭୋଟ୍‌ ବ୍ୟବଧ୍ୟାନ, ୧୩ତମ ରାଉଣ୍ଡ ଶେଷ ସୁଦ୍ଧା ୧୪,୨୧୨ ଭୋଟରେ ରୁଦ୍ର ଆଗୁଆ

The Sakala Picture
Published On

ଭୁବନେଶ୍ବର : ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି । ଗଣତିରେ ଆଗୁଆ ଅଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ପ୍ରତି ରାଉଣ୍ଡ ଭୋଟ୍ ଗଣତିରେ ବଢ଼ୁଛି ବିଜେଡିର ଭୋଟ୍ ବ୍ୟବଧ୍ୟାନ । ପ୍ରଥମ ରାଉଣ୍ଡରୁ ଆଗୁଆ ରହିଆସିଥିବା ବିଜେଡି ୧୩ ତମ ରାଉଣ୍ଡରେ ମଧ୍ୟ ଆଗୁଆ ରହିଛି । ୧୩ ତମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ୧୪ହଜାର ୨୧୨ ଭୋଟରେ ଆଗୁଆ ଅଛନ୍ତି । ୧୩ ତମ […]

ଭୁବନେଶ୍ବର : ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି । ଗଣତିରେ ଆଗୁଆ ଅଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ପ୍ରତି ରାଉଣ୍ଡ ଭୋଟ୍ ଗଣତିରେ ବଢ଼ୁଛି ବିଜେଡିର ଭୋଟ୍ ବ୍ୟବଧ୍ୟାନ । ପ୍ରଥମ ରାଉଣ୍ଡରୁ ଆଗୁଆ ରହିଆସିଥିବା ବିଜେଡି ୧୩ ତମ ରାଉଣ୍ଡରେ ମଧ୍ୟ ଆଗୁଆ ରହିଛି । ୧୩ ତମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ୧୪ହଜାର ୨୧୨ ଭୋଟରେ ଆଗୁଆ ଅଛନ୍ତି । ୧୩ ତମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କୁ ୫୦, ୮୮୦ ଭୋଟ୍ ମିଳିଛି । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୩୬,୬୬୮ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନଙ୍କୁ ମିଳିଛି ୨୭୮୨ ଭୋଟ୍ ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ସୂଚନାଯୋଗ୍ୟ, ପିପିଲି ଉପନିର୍ବାଚନ ଭୋଟ୍ ଗଣତି ପୁରୀ ପେଣ୍ଠକଟା ଗଣତି କେନ୍ଦ୍ରରେ ଜାରି ରହିଛି। ଏଥିଲାଗି ସକାଳ ୮ଟାରୁ ପୋଷ୍ଟାଲ ବାଲାଟ ଗଣତି ଆରମ୍ଭ ହୋଇଥିବା ବେଳେ, ୮ଟା ୩୦ରୁ ଇଭିଏମ ଭୋଟ ଗଣତି ଆରମ୍ଭ ହୋଇଥିଲା। ଗୋଟିଏ ହଲରେ ପୋଷ୍ଟାଲ ବାଲଟ୍ ଗଣତି ହୋଇଛି। ମୋଟ୍‌ ୯୨୪ଟି ପୋଷ୍ଟାଲ ବାଲଟ୍ ଭୋଟ୍‌ ରହିଥିବା ବେଳେ ସେଥିମଧ୍ୟରୁ ବିଜେଡିକୁ ୫୭୨, ବିଜେପିକୁ ୨୭୧, କଂଗ୍ରେସ ୨୪, ସ୍ବାଧିନ ୩ ଟି ଭୋଟ୍‌ ମିଳିଛି। ମୋଟ୍‌ ପୋଷ୍ଟାଲ ବାଲଟ୍ ଭୋଟ୍‌ରୁ ୫୪ଟି ଭୋଟ୍‌ ରିଜେକ୍ଟ ହୋଇଛି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ପୁରୀ ପେଣ୍ଠକଟା ଗଣତି କେନ୍ଦ୍ରରେ ଦୁଇଟି ହଲରେ ଇଭିଏମ୍ ବାଲଟ୍ ଗଣତି ଚାଲିଛି। ଇଭିଏମ୍ ପାଇଁ ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ୍ ପଡ଼ିଛି। ସେହି ହିସାବରେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି। ଭୋଟ୍ ଗଣତି କରିବାକୁ ୬୨ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଗଣତି ଟେବୁଲ୍ ନିକଟରେ ପ୍ରାର୍ଥୀମାନେ ସେମାନଙ୍କ ଏଜେଣ୍ଟ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

03 Oct 2021 By The Sakala

ପିପିଲି ଭୋଟ୍‌ ଗଣତି : ବଢି ଚାଲିଛି ବିଜେଡିର ଭୋଟ୍‌ ବ୍ୟବଧ୍ୟାନ, ୧୩ତମ ରାଉଣ୍ଡ ଶେଷ ସୁଦ୍ଧା ୧୪,୨୧୨ ଭୋଟରେ ରୁଦ୍ର ଆଗୁଆ

ଭୁବନେଶ୍ବର : ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି । ଗଣତିରେ ଆଗୁଆ ଅଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ପ୍ରତି ରାଉଣ୍ଡ ଭୋଟ୍ ଗଣତିରେ ବଢ଼ୁଛି ବିଜେଡିର ଭୋଟ୍ ବ୍ୟବଧ୍ୟାନ । ପ୍ରଥମ ରାଉଣ୍ଡରୁ ଆଗୁଆ ରହିଆସିଥିବା ବିଜେଡି ୧୩ ତମ ରାଉଣ୍ଡରେ ମଧ୍ୟ ଆଗୁଆ ରହିଛି । ୧୩ ତମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ୧୪ହଜାର ୨୧୨ ଭୋଟରେ ଆଗୁଆ ଅଛନ୍ତି । ୧୩ ତମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କୁ ୫୦, ୮୮୦ ଭୋଟ୍ ମିଳିଛି । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୩୬,୬୬୮ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନଙ୍କୁ ମିଳିଛି ୨୭୮୨ ଭୋଟ୍ ।

ସୂଚନାଯୋଗ୍ୟ, ପିପିଲି ଉପନିର୍ବାଚନ ଭୋଟ୍ ଗଣତି ପୁରୀ ପେଣ୍ଠକଟା ଗଣତି କେନ୍ଦ୍ରରେ ଜାରି ରହିଛି। ଏଥିଲାଗି ସକାଳ ୮ଟାରୁ ପୋଷ୍ଟାଲ ବାଲାଟ ଗଣତି ଆରମ୍ଭ ହୋଇଥିବା ବେଳେ, ୮ଟା ୩୦ରୁ ଇଭିଏମ ଭୋଟ ଗଣତି ଆରମ୍ଭ ହୋଇଥିଲା। ଗୋଟିଏ ହଲରେ ପୋଷ୍ଟାଲ ବାଲଟ୍ ଗଣତି ହୋଇଛି। ମୋଟ୍‌ ୯୨୪ଟି ପୋଷ୍ଟାଲ ବାଲଟ୍ ଭୋଟ୍‌ ରହିଥିବା ବେଳେ ସେଥିମଧ୍ୟରୁ ବିଜେଡିକୁ ୫୭୨, ବିଜେପିକୁ ୨୭୧, କଂଗ୍ରେସ ୨୪, ସ୍ବାଧିନ ୩ ଟି ଭୋଟ୍‌ ମିଳିଛି। ମୋଟ୍‌ ପୋଷ୍ଟାଲ ବାଲଟ୍ ଭୋଟ୍‌ରୁ ୫୪ଟି ଭୋଟ୍‌ ରିଜେକ୍ଟ ହୋଇଛି।

ପୁରୀ ପେଣ୍ଠକଟା ଗଣତି କେନ୍ଦ୍ରରେ ଦୁଇଟି ହଲରେ ଇଭିଏମ୍ ବାଲଟ୍ ଗଣତି ଚାଲିଛି। ଇଭିଏମ୍ ପାଇଁ ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ୍ ପଡ଼ିଛି। ସେହି ହିସାବରେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି। ଭୋଟ୍ ଗଣତି କରିବାକୁ ୬୨ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଗଣତି ଟେବୁଲ୍ ନିକଟରେ ପ୍ରାର୍ଥୀମାନେ ସେମାନଙ୍କ ଏଜେଣ୍ଟ ରହିଛନ୍ତି।

https://www.thesakala.in/latest-odisha-news/pipili-by-election-vote-countbjds-vote-share-is-growing-in-every-round/article-5837
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର