ପିପିଲି ଉପନିର୍ବାଚନ: ପୋଷ୍ଟାଲ ବାଲାଟ ମାଧ୍ୟମରେ ଆରମ୍ଭ ହେଲା ଭୋଟ୍ ଗ୍ରହଣ

The Sakala Picture
Published On

ପିପିଲି: ପିପିଲି ବିଧାନସଭା ଉପ ନିର୍ବାଚନ ଲାଗି ୧୭ ତାରିଖରେ ମତଦାନ ହେବ। ନିର୍ବାଚନ ମଣ୍ଡଳୀରେ ୮ ହଜାର ୨୧୨ ଜଣ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଓ ଦିବ୍ୟାଙ୍ଗ ଭୋଟର ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୦୭୭ ଜଣ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ସେଥିମଧ୍ୟରୁ ଡେଲାଙ୍ଗରେ ୭୧୨ ଓ ପିପିଲିରେ ୩୬୫ ଜଣ ରହିଛନ୍ତି। ୮୦ ବର୍ଷରୁ ଊର୍ଦ୍ଧ୍ୱ ୯୦୯ ଜଣ ଓ ୧୬୮ ଜଣ ଦିବ୍ୟାଙ୍ଗ ଭୋଟର ରହିଛନ୍ତି […]

ପିପିଲି: ପିପିଲି ବିଧାନସଭା ଉପ ନିର୍ବାଚନ ଲାଗି ୧୭ ତାରିଖରେ ମତଦାନ ହେବ। ନିର୍ବାଚନ ମଣ୍ଡଳୀରେ ୮ ହଜାର ୨୧୨ ଜଣ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଓ ଦିବ୍ୟାଙ୍ଗ ଭୋଟର ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୦୭୭ ଜଣ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ସେଥିମଧ୍ୟରୁ ଡେଲାଙ୍ଗରେ ୭୧୨ ଓ ପିପିଲିରେ ୩୬୫ ଜଣ ରହିଛନ୍ତି। ୮୦ ବର୍ଷରୁ ଊର୍ଦ୍ଧ୍ୱ ୯୦୯ ଜଣ ଓ ୧୬୮ ଜଣ ଦିବ୍ୟାଙ୍ଗ ଭୋଟର ରହିଛନ୍ତି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

୧୦୭୭ ଜଣ ମଧ୍ୟରୁ ୧୦୫୨ ଜଣ ପୋଷ୍ଟାଲ ବାଲଟ ମାଧ୍ୟମରେ ଭୋଟ୍ ଦାନ କରିଛନ୍ତି । ସୁରକ୍ଷା ବଳୟ ଓ ସିଲ୍ ମଧ୍ୟରେ ଏହି ପୋଷ୍ଟାଲ ବାଲଟ୍ ଜିଲ୍ଲା ଟ୍ରେଜେରୀରେ ସଂରକ୍ଷିତ କରି ରଖାଯାଇଛି । ୧୬ ତାରିଖ ଦିନ ଏହା ଷ୍ଟ୍ରଙ୍ଗ ରୁମକୁ ଯିବ । ଏନେଇ ପୁରୀ ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଧିକାରୀ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

14 Apr 2021 By The Sakala

ପିପିଲି ଉପନିର୍ବାଚନ: ପୋଷ୍ଟାଲ ବାଲାଟ ମାଧ୍ୟମରେ ଆରମ୍ଭ ହେଲା ଭୋଟ୍ ଗ୍ରହଣ

ପିପିଲି: ପିପିଲି ବିଧାନସଭା ଉପ ନିର୍ବାଚନ ଲାଗି ୧୭ ତାରିଖରେ ମତଦାନ ହେବ। ନିର୍ବାଚନ ମଣ୍ଡଳୀରେ ୮ ହଜାର ୨୧୨ ଜଣ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଓ ଦିବ୍ୟାଙ୍ଗ ଭୋଟର ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୦୭୭ ଜଣ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ସେଥିମଧ୍ୟରୁ ଡେଲାଙ୍ଗରେ ୭୧୨ ଓ ପିପିଲିରେ ୩୬୫ ଜଣ ରହିଛନ୍ତି। ୮୦ ବର୍ଷରୁ ଊର୍ଦ୍ଧ୍ୱ ୯୦୯ ଜଣ ଓ ୧୬୮ ଜଣ ଦିବ୍ୟାଙ୍ଗ ଭୋଟର ରହିଛନ୍ତି ।

୧୦୭୭ ଜଣ ମଧ୍ୟରୁ ୧୦୫୨ ଜଣ ପୋଷ୍ଟାଲ ବାଲଟ ମାଧ୍ୟମରେ ଭୋଟ୍ ଦାନ କରିଛନ୍ତି । ସୁରକ୍ଷା ବଳୟ ଓ ସିଲ୍ ମଧ୍ୟରେ ଏହି ପୋଷ୍ଟାଲ ବାଲଟ୍ ଜିଲ୍ଲା ଟ୍ରେଜେରୀରେ ସଂରକ୍ଷିତ କରି ରଖାଯାଇଛି । ୧୬ ତାରିଖ ଦିନ ଏହା ଷ୍ଟ୍ରଙ୍ଗ ରୁମକୁ ଯିବ । ଏନେଇ ପୁରୀ ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଧିକାରୀ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି ।

https://www.thesakala.in/latest-odisha-news/pipili-by-election-voting-began-on-a-postal-ballot/article-1523
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର