ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ…

The Sakala Picture
Published On

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍ । କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା ସଜାଡ଼ିବାକୁ ମଧ୍ୟ ପ୍ରତିଶୃତି ଦେଇଛି । ଅନ୍ୟପଟେ ଆଜି ଅପରାହ୍ନରେ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। […]

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍ । କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା ସଜାଡ଼ିବାକୁ ମଧ୍ୟ ପ୍ରତିଶୃତି ଦେଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

ଅନ୍ୟପଟେ ଆଜି ଅପରାହ୍ନରେ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବୋଇଂ ୭୮୭-୮ ଡ୍ରିମଲାଇନର୍ ବିମାନ (AI171) ଉଡ଼ାଣ ଭରିବାର କିଛି ମିନିଟ୍ ପରେ ମେଘାନୀ ନଗର ନିକଟସ୍ଥ ଏକ ଆବାସିକ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଯେଉଁଥିରେ ଥିଲେ ୨୪୨ ଜଣ ଲୋକ। କୁହାଯାଉଛି ଏହି ଦୁର୍ଘଟଣାରେ ମାତ୍ର ଜଣେ ଯାତ୍ରୀ ଜୀବିତ ଅଛନ୍ତି। ଏହାସହ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

12 Jun 2025 By The Sakala

ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ…

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍ । କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା ସଜାଡ଼ିବାକୁ ମଧ୍ୟ ପ୍ରତିଶୃତି ଦେଇଛି ।

ଅନ୍ୟପଟେ ଆଜି ଅପରାହ୍ନରେ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବୋଇଂ ୭୮୭-୮ ଡ୍ରିମଲାଇନର୍ ବିମାନ (AI171) ଉଡ଼ାଣ ଭରିବାର କିଛି ମିନିଟ୍ ପରେ ମେଘାନୀ ନଗର ନିକଟସ୍ଥ ଏକ ଆବାସିକ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଯେଉଁଥିରେ ଥିଲେ ୨୪୨ ଜଣ ଲୋକ। କୁହାଯାଉଛି ଏହି ଦୁର୍ଘଟଣାରେ ମାତ୍ର ଜଣେ ଯାତ୍ରୀ ଜୀବିତ ଅଛନ୍ତି। ଏହାସହ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର