ଐତିହାସିକ କଟକ ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା, ଆସନ୍ତା ୧୫ ପର୍ଯ୍ୟନ୍ତ ଚାଲିବ

The Sakala Picture
Published On

କଟକ: ଐତିହାସିକ କଟକ ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା। ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ନିଲାମ ପ୍ରକ୍ରିୟା । ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ନିଲାମ ପ୍ରକ୍ରିୟା। ନିଲାମ ପ୍ରକ୍ରିୟା ପାଇଁ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକାରୀ, କର୍ମଚାରୀମାନଙ୍କୁ ନେଇ ୧୦ଟି ଟିମ କରାଯାଇଛି। ୧୦ ଟି ସ୍ଥାନରେ ଚାଲିଛି ପ୍ଲଟ ନିଲାମ ପ୍ରକ୍ରିୟା। । ୮୯୪ ଜଣ ଆବେଦନକାରୀ ମୋଟ ୧୬୦୦ […]

କଟକ: ଐତିହାସିକ କଟକ ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା। ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ନିଲାମ ପ୍ରକ୍ରିୟା । ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ନିଲାମ ପ୍ରକ୍ରିୟା। ନିଲାମ ପ୍ରକ୍ରିୟା ପାଇଁ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକାରୀ, କର୍ମଚାରୀମାନଙ୍କୁ ନେଇ ୧୦ଟି ଟିମ କରାଯାଇଛି। ୧୦ ଟି ସ୍ଥାନରେ ଚାଲିଛି ପ୍ଲଟ ନିଲାମ ପ୍ରକ୍ରିୟା। । ୮୯୪ ଜଣ ଆବେଦନକାରୀ ମୋଟ ୧୬୦୦ ପ୍ଲଟ ପାଇଁ ପଞ୍ଜିକରଣ କରିଛନ୍ତି। ଚଳିତ ବର୍ଷ ବାଲିଯାତ୍ରାରେ ମୋଟ ୧୪୦୦ ପ୍ଲଟ ଆବଣ୍ଟନ କରିବ ଜିଲ୍ଲା ପ୍ରଶାସନ। ନଭେମ୍ବର ୨୭ରୁ କଟକରେ ଆରମ୍ଭ ହେବାକୁ ଯାଉଛି ଐତିହାସିକ ବାଲିଯାତ୍ରା।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

11 Nov 2023 By The Sakala

ଐତିହାସିକ କଟକ ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା, ଆସନ୍ତା ୧୫ ପର୍ଯ୍ୟନ୍ତ ଚାଲିବ

କଟକ: ଐତିହାସିକ କଟକ ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା। ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ନିଲାମ ପ୍ରକ୍ରିୟା । ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ନିଲାମ ପ୍ରକ୍ରିୟା। ନିଲାମ ପ୍ରକ୍ରିୟା ପାଇଁ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକାରୀ, କର୍ମଚାରୀମାନଙ୍କୁ ନେଇ ୧୦ଟି ଟିମ କରାଯାଇଛି। ୧୦ ଟି ସ୍ଥାନରେ ଚାଲିଛି ପ୍ଲଟ ନିଲାମ ପ୍ରକ୍ରିୟା। । ୮୯୪ ଜଣ ଆବେଦନକାରୀ ମୋଟ ୧୬୦୦ ପ୍ଲଟ ପାଇଁ ପଞ୍ଜିକରଣ କରିଛନ୍ତି। ଚଳିତ ବର୍ଷ ବାଲିଯାତ୍ରାରେ ମୋଟ ୧୪୦୦ ପ୍ଲଟ ଆବଣ୍ଟନ କରିବ ଜିଲ୍ଲା ପ୍ରଶାସନ। ନଭେମ୍ବର ୨୭ରୁ କଟକରେ ଆରମ୍ଭ ହେବାକୁ ଯାଉଛି ଐତିହାସିକ ବାଲିଯାତ୍ରା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର