ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବଢିଲା +2 ନାମଲେଖା ଅବଧି

The Sakala Picture
Published On

ଭୁବନେଶ୍ବର: ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତି କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି। ନୂତନ ସୂଚନା ଅନୁଯାୟୀ, ଯୁକ୍ତ ୨  ପ୍ରଥମ ପ୍ରର୍ଯ୍ଯାୟ ନାମଲେଖା ତାରିଖ ଅଗଷ୍ଟ ୧୯କୁ ୨୫ ତାରିଖ ସ୍ଥିର କରାଯାଇଥିବା ବେଳେ ଏହା ଅଗଷ୍ଟ ୩୦ ତାରିଖକୁ ବୃଦ୍ଧି କରାଯାଇଛି। ସେହିପରି ଦ୍ବିତୀୟ […]

ଭୁବନେଶ୍ବର: ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତି କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

ନୂତନ ସୂଚନା ଅନୁଯାୟୀ, ଯୁକ୍ତ ୨  ପ୍ରଥମ ପ୍ରର୍ଯ୍ଯାୟ ନାମଲେଖା ତାରିଖ ଅଗଷ୍ଟ ୧୯କୁ ୨୫ ତାରିଖ ସ୍ଥିର କରାଯାଇଥିବା ବେଳେ ଏହା ଅଗଷ୍ଟ ୩୦ ତାରିଖକୁ ବୃଦ୍ଧି କରାଯାଇଛି। ସେହିପରି ଦ୍ବିତୀୟ ପର୍ଯ୍ଯାୟ ନାମଲେଖା ଅବଧି ସେପ୍ଟେମ୍ବର ୫ରୁ ୭ ତାରିଖ ଥିବାବେଳେ ତାହା ସେପ୍ଟେମ୍ବର ୮ରୁ ୧୦ ତାରିଖ ପର୍ଯ୍ଯନ୍ତ ଘୁଞ୍ଚାଇ ଦିଆଯାଇଛି।  ତତକାଳ ନାମଲେଖା (  ସ୍ପଟ୍ ସିଲେକସନ) ର ଅବଧି ସେପ୍ଟେମ୍ବର ୧୫ ଓ ୧୬ ତାରିଖ ରଖାଯାଇଥିଲା। ବିଭିନ୍ନ ମହାବିଦ୍ୟାଳୟରେ ଏବେ ଏହି ତତକାଳ ନାମଲେଖା ସେପ୍ଟେମ୍ବର ୧୭ରୁ ୨୦ ତାରିଖ ମଧ୍ଯରେ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

20 Aug 2022 By The Sakala

ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବଢିଲା +2 ନାମଲେଖା ଅବଧି

ଭୁବନେଶ୍ବର: ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତି କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି।

ନୂତନ ସୂଚନା ଅନୁଯାୟୀ, ଯୁକ୍ତ ୨  ପ୍ରଥମ ପ୍ରର୍ଯ୍ଯାୟ ନାମଲେଖା ତାରିଖ ଅଗଷ୍ଟ ୧୯କୁ ୨୫ ତାରିଖ ସ୍ଥିର କରାଯାଇଥିବା ବେଳେ ଏହା ଅଗଷ୍ଟ ୩୦ ତାରିଖକୁ ବୃଦ୍ଧି କରାଯାଇଛି। ସେହିପରି ଦ୍ବିତୀୟ ପର୍ଯ୍ଯାୟ ନାମଲେଖା ଅବଧି ସେପ୍ଟେମ୍ବର ୫ରୁ ୭ ତାରିଖ ଥିବାବେଳେ ତାହା ସେପ୍ଟେମ୍ବର ୮ରୁ ୧୦ ତାରିଖ ପର୍ଯ୍ଯନ୍ତ ଘୁଞ୍ଚାଇ ଦିଆଯାଇଛି।  ତତକାଳ ନାମଲେଖା (  ସ୍ପଟ୍ ସିଲେକସନ) ର ଅବଧି ସେପ୍ଟେମ୍ବର ୧୫ ଓ ୧୬ ତାରିଖ ରଖାଯାଇଥିଲା। ବିଭିନ୍ନ ମହାବିଦ୍ୟାଳୟରେ ଏବେ ଏହି ତତକାଳ ନାମଲେଖା ସେପ୍ଟେମ୍ବର ୧୭ରୁ ୨୦ ତାରିଖ ମଧ୍ଯରେ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର